Biblia Todo Logo
Bib sou entènèt

- Piblisite -




ଯିଶାଇୟ 34:17 - ପବିତ୍ର ବାଇବଲ

17 ପରମେଶ୍ୱର ପୁଣି ସେମାନଙ୍କର ନିମନ୍ତେ ଗୁଲିବାଣ୍ଟ କରିଛନ୍ତି ଓ ତାଙ୍କର ହସ୍ତ ପରିମାପକ ରଜ୍ଜୁଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି। ସେମାନେ ତାହା ଚିରକାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ଵାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦା କାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦା କାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦାକାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।

Gade chapit la Kopi




ଯିଶାଇୟ 34:17
11 Referans Kwoze  

ସେହି ଅଗ୍ନି ଦିବାରାତ୍ରି ପ୍ରଜ୍ୱଳିତ ହେବ ଓ ତାହା କେବେ ନିର୍ବାପିତ ହେବ ନାହିଁ। ସେଥିରୁ ଚିରକାଳ ଧୂମ ନିର୍ଗତ ହେବ। ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ। ଅନନ୍ତକାଳ ପର୍ଯ୍ୟନ୍ତ ତାହା ମଧ୍ୟଦେଇ କେହି ଗମନ କରିବେ ନାହିଁ।


ପରମେଶ୍ୱର ଗୋଟିଏ ମନୁଷ୍ୟଠାରୁ ସମୁଦାୟ ମନୁଷ୍ୟ ଜାତିକୁ ତିଆରି କରିଛନ୍ତି। ସେଥିପାଇଁ ସେମାନେ ପୃଥିବୀର ସର୍ବତ୍ର ରହନ୍ତି। ସେ ସେମାନଙ୍କ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟ ଓ ସ୍ଥାନର ସୀମା ମଧ୍ୟ ସ୍ଥିର କରିଛନ୍ତି,


ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପାଇଁ ଆମ୍ଭେ ଏହି ଭାଗମାପ କଲୁ। କାରଣ ତୁମ୍ଭେମାନେ ମୋତେ ପାଶୋରିଲ ଓ ମିଥ୍ୟା ଦେବଗଣରେ ବିଶ୍ୱାସ କଲ।


ସନ୍ଧ୍ୟାରେ ସେମାନେ ଭୟଭୀତ ହେବେ ଓ ପ୍ରଭାତ ପୂର୍ବରୁ ଲୋପ ପାଇଯାଇଥିବେ। ତେଣୁ ଆମ୍ଭର ଶତ୍ରୁ ଓ ଅପହରଣକାରୀ ସେଠାରେ କିଛି ଦେଖିବାକୁ ପାଇବେ ନାହିଁ।


ପରମେଶ୍ୱର ଅନ୍ୟ ଜାତିମାନଙ୍କୁ ସେହି ଭୂମିରୁ ବିତାଡ଼ିତ କଲେ। ପରମେଶ୍ୱର ସେହି ଭୂମିରୁ ପ୍ରତ୍ୟେକଙ୍କୁ ତାଙ୍କର ଅଂଶ ଦେଲେ। ସେ ଇସ୍ରାଏଲର ପରିବାରବର୍ଗକୁ ସେମାନଙ୍କ ତମ୍ବୁରେ ରହିବାକୁ ଦେଲେ।


ତେଣୁ ଲୋକମାନେ ଯେଉଁମାନେ ବଛା ଯାଇଥିଲେ, ସେମାନେ ଯାଇ ଦେଶ ଅନୁଧ୍ୟାନ କରି ସେ ବିଷୟରେ ଲେଖିଲେ। ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ଦେଶ ଭ୍ରମଣ କରି ତହିଁ ବିଷୟରେ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ, ତା'ପରେ ମୁଁ ଶୀଲୋର ପରମେଶ୍ୱରଙ୍କ ସମ୍ମୁଖରେ ଗୁଲିବାଣ୍ଟ ପକାଇ ବାଣ୍ଟି ଦେବି।”


ପରମେଶ୍ୱର କିଣାନ ଦେଶର ସାତ ଗୋଟି ଜାତିକୁ ନଷ୍ଟ କରି ସେହି ଗୁଡ଼ିକ ଇସ୍ରାଏଲୀୟମାନଙ୍କୁ ଦେଲେ।


ନାନା ଦେଶୀୟ ଲୋକମାନେ ସେହି ତରଙ୍ଗ ସଦୃଶ ହେବେ। ପରମେଶ୍ୱର ସେମାନଙ୍କୁ ନିଷ୍ଠୁର ବାଣୀ ଶୁଣାଇବେ। ତେଣୁ ସେମାନେ ପଳାୟନ କରିବେ। ବାୟୁରେ ଧୂଳି ଉଡ଼ିଲା ପରି, ଘୂର୍ଣ୍ଣିବାତ୍ୟାରେ ଧୂଳି ଉଡ଼ିଲା ପରି ସେମାନେ ତାଡ଼ିତ ହେବେ।


ପାଣି ଭେଳା ଓ ଝିଙ୍କ ତାହା ଅଧିକାର କରିବେ। ଆଉ ପେଗ୍ଭ ଓ ଡାମରା କାଉର ତାହା ମଧ୍ୟରେ ବାସ କରିବେ। ପୁଣି ସେ ସ୍ଥାନ “ଶୂନ୍ୟ ମରୁଭୂମି” ବୋଲି ଡକା ହେବ।


ସଦାପ୍ରଭୁଙ୍କ ଅଂଶ ତାଙ୍କରି ଲୋକ, ଯାକୁବ ତାଙ୍କର ଅଧିକାରର ବାଣ୍ଟ।


Swiv nou:

Piblisite


Piblisite