ଯିଶାଇୟ 34:5 - ପବିତ୍ର ବାଇବଲ5 ସଦାପ୍ରଭୁ କୁହନ୍ତି, “ଏହା ଘଟିବ ଯେତେବେଳେ ଆମ୍ଭର ଖଡ଼୍ଗ ପରିତୃପ୍ତ ରୂପେ ପାନ କରିଛି।” ଦେଖ, ବିଗ୍ଭର ସାଧନ ନିମନ୍ତେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କ ଉପରେ ପଡ଼ିବ। Gade chapit laପବିତ୍ର ବାଇବଲ (Re-edited) - (BSI)5 କାରଣ ଆମ୍ଭର ଖଡ଼୍ଗ ସ୍ଵର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ। Gade chapit laଓଡିଆ ବାଇବେଲ5 କାରଣ ଆମ୍ଭର ଖଡ୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଆମ୍ଭର ଖଡ୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ। Gade chapit la |
ଇଦୋମର ଲୋକମାନେ କହିବେ, “ଆମ୍ଭେମାନେ ନିପାତିତ ହୋଇଥିଲୁ ମାତ୍ର ଆମ୍ଭେମାନେ ଆମ୍ଭର ବିଧ୍ୱସ୍ତ ନଗରୀକୁ ପୁନଃନିର୍ମାଣ କରିବୁ।” ମାତ୍ର ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଯଦି ସେମାନେ ସେହି ନଗରୀଗୁଡ଼ିକୁ ପୁଣି ନିର୍ମାଣ କରିବେ, ଆମ୍ଭେ ପୁଣି ତାକୁ ଧ୍ୱଂସ କରିବା।” ସେଥିପାଇଁ ଲୋକେ କୁହନ୍ତି, ଇଦୋମ ଏକ ଦୁଷ୍ଟ ଦେଶ, ଯାହାର ଲୋକମାନଙ୍କୁ ସଦାପ୍ରଭୁ ଚିରକାଳ ପାଇଁ ଅଭିଶାପ ଦେଇଛନ୍ତି।