ଯିଶାଇୟ 34:8 - ପବିତ୍ର ବାଇବଲ8 କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ। ଏହା ସିୟୋନର ଦିବା ସମ୍ବନ୍ଧୀୟ ପ୍ରତିଫଳର ବର୍ଷ। Gade chapit laପବିତ୍ର ବାଇବଲ (Re-edited) - (BSI)8 କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ଵନ୍ଧୀୟ ପ୍ରତିଫଳର ବର୍ଷ। Gade chapit laଓଡିଆ ବାଇବେଲ8 କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ। Gade chapit la |
ଭବିଷ୍ୟଦ୍ବକ୍ତା କହନ୍ତି, “ଇସ୍ରାଏଲ, ଏହି ନୀତିଗୁଡ଼ିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିଯାଇଛି। ତୁମ୍ଭେ ଯେଉଁ ମନ୍ଦକାର୍ଯ୍ୟ କରିଥିଲ ତା'ର ଫଳ ପାଇବା ସମୟ ଆସି ଯାଇଛି।” କିନ୍ତୁ ଇସ୍ରାଏଲର ଲୋକେ କହନ୍ତି, “ଭବିଷ୍ୟଦ୍ବକ୍ତା ଜଣେ ନିର୍ବୋଧ। ପରମେଶ୍ୱରଙ୍କ ଆତ୍ମା ସହିତ ଏହି ବ୍ୟକ୍ତି ପାଗଳ।” ଭବିଷ୍ୟଦ୍ବକ୍ତା କହନ୍ତି, “ତୁମ୍ଭେମାନେ ତୁମ୍ଭମାନଙ୍କ ଜଘନ୍ୟ ପାପ ଲାଗି ଦଣ୍ତିତ ହେବ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହେବ।”