ଯିଶାଇୟ 35:6 - ପବିତ୍ର ବାଇବଲ6 ଖଞ୍ଜଲୋକ ହରିଣ ତୁଲ୍ୟ ଡିଆଁ ମାରିବ ଓ ମୂକ ଆନନ୍ଦରେ ଗାନ କରିବ। କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ଝରଣାର ସ୍ରୋତ ବାହାରିବ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ଵା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ । Gade chapit laଓଡିଆ ବାଇବେଲ6 ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ। Gade chapit la |