ଯିଶାଇୟ 36:1 - ପବିତ୍ର ବାଇବଲ
1 ରାଜା ହିଜକିୟଙ୍କ ଚତୁର୍ଦ୍ଦଶ ବର୍ଷ ରାଜତ୍ୱ କାଳରେ ଅଶୂରର ରାଜା ସନ୍ହେରୀବ ସୁଦୃଢ଼ ପ୍ରାଚୀର ବେଷ୍ଟିତ ଯିହୁଦାର ନଗର ସବୁକୁ ଆକ୍ରମଣ କରି ତାକୁ ଅଧିକାର କଲେ।
Gade chapit la Kopi
1 ହିଜକୀୟ ରାଜାର ଅଧିକାରର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍ହେରୀବ୍ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
Gade chapit la Kopi
1 ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
Gade chapit la Kopi
1 ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
Gade chapit la Kopi