Biblia Todo Logo
Bib sou entènèt

- Piblisite -




ଯିଶାଇୟ 36:15 - ପବିତ୍ର ବାଇବଲ

15 ହିଜକିୟଙ୍କ କଥା ବିଶ୍ୱାସ କର ନାହିଁ। “ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖ। ସେ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ। ସଦାପ୍ରଭୁ ଅଶୂର ରାଜାଙ୍କୁ ଏହି ନଗର ଅଧିକାର କରିବାକୁ ଦେବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ନୋହିବ, ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ଵାସ ନ କରାଉ।

Gade chapit la Kopi

ଓଡିଆ ବାଇବେଲ

15 କିଅବା “ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ,” ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ନ କରାଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ନ କରାଉ।

Gade chapit la Kopi




ଯିଶାଇୟ 36:15
10 Referans Kwoze  

ସେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରୁଥିଲେ। ଯଦି ପ୍ରକୃତରେ ପରମେଶ୍ୱର ତାହାଙ୍କୁ ଗ୍ଭହୁଁଥା’ନ୍ତି, ତେବେ ସେ ତାହାଙ୍କୁ ବର୍ତ୍ତମାନ ରକ୍ଷା କରନ୍ତୁ। ସେ ନିଜେ କହୁଥିଲେ, ‘ମୁଁ ପରମେଶ୍ୱରଙ୍କ ପୁତ୍ର।’’’


ହିଜକିୟକୁ ଏହିକଥା କହିବା ପାଇଁ ସେ ଦୂତଗଣ ପଠାଇଛନ୍ତି, “ଯିରୁଶାଲମ ଅଶୂରୀୟ ରାଜାଙ୍କର ହସ୍ତଗତ ହେବ ନାହିଁ। ‘ଏହିକଥା କହି ତୁମ୍ଭ ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ଯେପରି ନ ଭୁଲାନ୍ତି।”


“‘ମାତ୍ର ତୁମ୍ଭେ ମୋତେ କହିପାର, “ଆମ୍ଭେମାନେ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କ ଉପରେ ବିଶ୍ୱାସ କରୁଅଛୁ।” ମାତ୍ର ମୁଁ ଜାଣେ ହିଜକିୟ ସଦାପ୍ରଭୁଙ୍କ ପୂଜାସ୍ଥଳୀ ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଧ୍ୱଂସ କରି ଦେଇଛି। “ଆଉ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କେବଳ ଯିରୁଶାଲମର ଯଜ୍ଞବେଦି ନିକଟରେ ପୂଜା କରିବାକୁ କହିଅଛି।”


ହେ ଲୋକମାନେ, ଆଉ କେତେ ଦିନ ଏପରି ଖରାପ କଥା ମୋ’ ବିରୁଦ୍ଧରେ ପ୍ରଗ୍ଭର କରିବ? ତୁମ୍ଭେମାନେ କେତେଦିନ ନାନା ପ୍ରକାର ନୂଆ ନୂଆ ମିଥ୍ୟା କଥା ମୋ’ ବିଷୟରେ କହିବ? କାହିଁକି ତୁମ୍ଭେମାନେ ସେହି ମନ୍ଦ କଥା କହିବାକୁ ଭଲ ପାଉଛ? ସେଲା


ହିଜକିୟ ତୁମ୍ଭମାନଙ୍କ ପାଇଁ ଯେପରି ଦୁଃଖ ନ ମଣାଏ, ସେଥିପାଇଁ ଧ୍ୟାନ ଦିଅ। ସେ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।” ମାତ୍ର କୌଣସି ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କ’ଣ ଅଶୂରୀୟ ରାଜାଙ୍କ ହସ୍ତରୁ ଆପଣା ଦେଶକୁ ଉଦ୍ଧାର କରିଅଛି? ନା।


ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତା ମୋ’ ହସ୍ତରୁ ନିଜ ନିଜ ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋ’ ହସ୍ତରୁ ଯିରୁଶାଲମକୁ ଉଦ୍ଧାର କରିବେ।


ଦେଖ, ଅଶୂରୀୟ ରାଜାମାନେ ଯେପରି ଭାବରେ ସମସ୍ତ ଦେଶକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି, ତାହା ତୁମ୍ଭେମାନେ ଶୁଣିଅଛ। ଆଉ ତୁମ୍ଭେମାନେ କ’ଣ ଉଦ୍ଧାର ପାଇବ?


Swiv nou:

Piblisite


Piblisite