ଯିଶାଇୟ 36:16 - ପବିତ୍ର ବାଇବଲ16 ହିଜକିୟଙ୍କ କଥା ଶୁଣ ନାହିଁ। କାରଣ ଅଶୂର ରାଜା ଏହିକଥା କୁହନ୍ତି, “ତୁମ୍ଭେମାନେ ମୋ’ ସହିତ ଚୁକ୍ତି କର। ତୁମ୍ଭେମାନେ ନଗରରୁ ବାହାରି ମୋ’ ନିକଟକୁ ଗ୍ଭଳିଆସ। ତା'ପରେ ପ୍ରତ୍ୟେକ ନିଜ ନିଜ ଗୃହକୁ ଯିବାକୁ ମୁକ୍ତ ଅଟ। ପ୍ରତ୍ୟେକ ଆପଣା ଆପଣା ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଭୋଜନ କର। ପ୍ରତ୍ୟେକ ନିଜ ନିଜ କୂପରୁ ଜଳ ପାନକର। Gade chapit laପବିତ୍ର ବାଇବଲ (Re-edited) - (BSI)16 ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ-ଜଳ ପାନ କର; Gade chapit laଓଡିଆ ବାଇବେଲ16 ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋ’ ସଙ୍ଗେ ସନ୍ଧି କର ଓ ମୋ’ କତିକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପଜଳ ପାନ କର; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର; Gade chapit la |