Biblia Todo Logo
Bib sou entènèt

- Piblisite -




ଯିଶାଇୟ 36:19 - ପବିତ୍ର ବାଇବଲ

19 ହମାତ ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ସେମାନେ କ’ଣ ମୋ'ଠାରୁ ଶମରିୟାକୁ ଉଦ୍ଧାର କରିଛନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ଓ ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

19 ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି ? ସଫର୍ବୟିମର ଦେବତାମାନେ କାହାନ୍ତି ? ଓ ସେମାନେ କ’ଣ ମୋ’ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ଓ ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?

Gade chapit la Kopi




ଯିଶାଇୟ 36:19
9 Referans Kwoze  

ଦମ୍ମେଶକ ପାଇଁ ଏହି ବାର୍ତ୍ତା, “ହମାତ୍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି। ସେମାନେ ନିରୁତ୍ସାହିତ ହୋଇଅଛନ୍ତି, ସେମାନେ ସମୁଦ୍ରପରି ଅସ୍ଥିର, ସେମାନେ ନୀରବ ରହି ପାରିବେ ନାହିଁ।


ଅନନ୍ତର ଅଶୂରର ରାଜା ବାବିଲ୍, କୂଥା, ଅବ୍ବା, ହମାତ୍ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲୀୟମାନଙ୍କ ବଦଳରେ ଶମରିୟାର ବିଭିନ୍ନ ନଗରରେ ସ୍ଥାପନ କଲେ। ତହୁଁ ସେମାନେ ଶମରିୟା ଅଧିକାର କରି ସେଠାରେ ନାନା ନଗରରେ ବାସ କଲେ।


ହମାତର ରାଜା ତୋହି ଶୁଣିବାକୁ ପାଇଲେ ଯେ ଦାଉଦ ହଦଦେଷର ସମସ୍ତ ସୈନ୍ୟମାନଙ୍କୁ ପରାସ୍ତ କରିଛନ୍ତି।


ହୋରଠାରୁ ଏହି ସୀମା ଆରମ୍ଭ ହୋଇ ହମାତ ପର୍ଯ୍ୟନ୍ତ ବିସ୍ତୃତ ହୋଇ ସଦାଦ୍ ନିକଟରେ ଶେଷ ହେବ।


“ମାତ୍ର ମୁଁ ଅଶୂରକୁ ବ୍ୟବହାର କରିବି ସେ ଜାଣେ ନାହିଁ, ଅଶୂର ଭାବେ ନାହିଁ ଯେ ସେ ମୋ’ ପାଇଁ ଏକ ଅସ୍ତ୍ର। ଅଶୂର କେବଳ ଲୋକମାନଙ୍କୁ ଧ୍ୱଂସ କରିବାକୁ ଇଚ୍ଛାକରେ। ସେ କେବଳ ଅନେକ ଗୋଷ୍ଠୀକୁ ଧ୍ୱଂସ କରିବାକୁ ମନ୍ତ୍ରଣା କରେ।


Swiv nou:

Piblisite


Piblisite