Biblia Todo Logo
Bib sou entènèt

- Piblisite -




ଯିଶାଇୟ 36:3 - ପବିତ୍ର ବାଇବଲ

3 ଯିରୁଶାଲମର ତିନି ଜଣ ବ୍ୟକ୍ତି ସେନାଧ୍ୟକ୍ଷଙ୍କୁ ସାକ୍ଷାତ କରିବାକୁ ଗଲେ। ସେମାନେ ହେଲେ ହି‌ଲ୍‌‌‌କିୟର ପୁତ୍ର ରାଜଗୃହ ରକ୍ଷୀ ଇଲିୟାକୀମ୍, ଲେଖକ ଶି‌‌‌ବ୍‌‌‌ନ ଓ ଆସଫର ପୁତ୍ର ଇତିହାସ ଲେଖକ ଯୋୟାହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତେବେ ହିଲ୍‍କୀୟର ପୁତ୍ର ଇଲୀୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

3 ତେବେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ, ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେବେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ, ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ।

Gade chapit la Kopi




ଯିଶାଇୟ 36:3
5 Referans Kwoze  

ପୁଣି ସେମାନେ ରାଜା ହି‌ଲ୍‌‌‌କିୟଙ୍କୁ ଡାକନ୍ତେ ହି‌ଲ୍‌‌‌କିୟର ପୁତ୍ର ଇଲିୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ, ଶି‌ବ୍‌ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ସେମାନଙ୍କୁ ଭେଟିବାକୁ ବାହାରିଲେ।


ତା'ପରେ ହି‌ଲ୍‌‌‌କିୟର ପୁତ୍ର ରାଜଗୃହାଧ୍ୟକ୍ଷ ଇଲିୟାକୀମ୍, ଲେଖକ ଶି‌‌‌ବ୍‌‌‌ନ ଓ ଆସଫର ପୁତ୍ର ଇତିହାସ ଲେଖକ ଯୋୟାହ ଆପଣା ଆପଣା ବସ୍ତ୍ର ଚିରି ହିଜକିୟ ନିକଟକୁ ଆସି ରବ୍‌ଶାକିର କଥାସବୁ ତାକୁ ଜଣାଇଲେ।


Swiv nou:

Piblisite


Piblisite