Biblia Todo Logo
Bib sou entènèt

- Piblisite -




ଯିଶାଇୟ 36:7 - ପବିତ୍ର ବାଇବଲ

7 “‘ମାତ୍ର ତୁମ୍ଭେ ମୋତେ କହିପାର, “ଆମ୍ଭେମାନେ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କ ଉପରେ ବିଶ୍ୱାସ କରୁଅଛୁ।” ମାତ୍ର ମୁଁ ଜାଣେ ହିଜକିୟ ସଦାପ୍ରଭୁଙ୍କ ପୂଜାସ୍ଥଳୀ ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଧ୍ୱଂସ କରି ଦେଇଛି। “ଆଉ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କେବଳ ଯିରୁଶାଲମର ଯଜ୍ଞବେଦି ନିକଟରେ ପୂଜା କରିବାକୁ କହିଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ଯେବେ ତୁମ୍ଭେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରି ଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କʼଣ ସେହି ନୁହନ୍ତି?

Gade chapit la Kopi

ଓଡିଆ ବାଇବେଲ

7 ମାତ୍ର ଯଦି ତୁମ୍ଭେ ମୋତେ କୁହ, “ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରି ଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କ’ଣ ସେହି ନୁହନ୍ତି ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର ଯଦି ତୁମ୍ଭେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କʼଣ ସେହି ନୁହନ୍ତି?

Gade chapit la Kopi




ଯିଶାଇୟ 36:7
15 Referans Kwoze  

କିନ୍ତୁ ଜଣେ ଆଧ୍ୟାତ୍ମିକ ଲୋକ ପ୍ରତ୍ୟେକ ବିଷୟର ଉଚିତ୍ ମୂଲ୍ୟାୟନ କରି ପାରିବ। ମାତ୍ର ସେ ନିଜେ କାହାରି ଦ୍ୱାରା ବିଗ୍ଭରିତ ହୋଇ ପାରିବ ନାହିଁ।


ହେ ମୋର ପ୍ରାଣ, କାହିଁକି ମୁଁ ଏତେ ବ୍ୟାକୁଳ? “ମୁଁ ପରମେଶ୍ୱରଙ୍କ ସହାୟତା ପାଇଁ ଅପେକ୍ଷା କରିବି। ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି। ସେ ମୋତେ ରକ୍ଷା କରିବେ।


ହିଜକିୟ ନିଜେ ସଦାପ୍ରଭୁଙ୍କ ଉଚ୍ଚସ୍ଥାନ ଓ ଯଜ୍ଞବେଦି ସବୁ ବାହାର କରି ଦେଲା। ସେ କହିଲା, ଯିହୁଦା ଓ ଯିରୁଶାଲମର ଲୋକମାନେ! ତୁମ୍ଭମାନଙ୍କୁ କେବଳ ଗୋଟିଏ ଯଜ୍ଞବେଦି ଉପରେ ପୂଜା ଓ ସୁଗନ୍ଧିଧୂପ ଜ୍ୱଳାଇବାକୁ ପଡ଼ିବ।


ନିସ୍ତାରପର୍ବର ଉତ୍ସବ ଶେଷ ହେଲା। ନିସ୍ତାରପର୍ବ ନିମନ୍ତେ ଯିରୁଶାଲମରେ ଥିବା ଇସ୍ରାଏଲର ଲୋକମାନେ ଯିହୁଦାର ସହରଗୁଡ଼କୁ ଫେରିଗଲେ। ଏହା ପରେ ସେମାନେ ସେହି ସହରଗୁଡ଼ିକରେ ଥିବା ପଥରର ମୂର୍ତ୍ତିକୁ ଭାଙ୍ଗି ଧୂଳିସାତ୍ କଲେ। ସେହି ପଥର ମୂର୍ତ୍ତିଗୁଡ଼ିକ ଭଣ୍ଡ ଦେବତାମାନଙ୍କର ପୂଜା କରିବା ନିମନ୍ତେ ବ୍ୟବହୃତ ହେଉଥିଲା। ସେହି ଲୋକମାନେ ଆଶେରା ସ୍ତମ୍ଭଗୁଡ଼ିକୁ ମଧ୍ୟ କାଟି ପକାଇଲେ। ଆଉ ସେମାନେ ଯିହୁଦା ଓ ବିନ୍ୟାମୀନରେ ଥିବା ଉଚ୍ଚ ସ୍ଥାନ ଓ ଯଜ୍ଞବେଦିଗୁଡ଼ିକୁ ନଷ୍ଟ କରିଦେଲେ। ଲୋକମାନେ ଇଫ୍ରୟିମ୍ ଓ ମନଃଶିର ସମସ୍ତ ଅଞ୍ଚଳରେ ମଧ୍ୟ ସେହି ପ୍ରକାର କଲେ। ଭଣ୍ଡ ଦେବତାର ପୂଜା ଉଦ୍ଦେଶ୍ୟରେ ବ୍ୟବହୃତ ସମସ୍ତ ବସ୍ତୁକୁ ବିନଷ୍ଟ ନ କରିବା ପର୍ଯ୍ୟନ୍ତ ଲୋକମାନେ ଏହିପରି କାର୍ଯ୍ୟ କଲେ। ଏହା ପରେ ସମସ୍ତ ଇସ୍ରାଏଲୀୟମାନେ ସେମାନଙ୍କର ନିଜ ସହର ଓ ଗୃହକୁ ଫେରିଗଲେ।


ସେହି ଲୋକମାନେ ଯିରୁଶାଲମରେ ଥିବା ଭଣ୍ଡ ଦେବତାମାନଙ୍କର ଯଜ୍ଞବେଦି ସବୁ ନିଃଶେଷ କରିଦେଲେ। ଆହୁରି ମଧ୍ୟ, ସେମାନେ ଭଣ୍ଡ ଦେବତାମାନଙ୍କର ସମସ୍ତ ସୁଗନ୍ଧିଧୂପର ବେଦି ନଷ୍ଟ କରିଦେଲେ। ସେମାନେ ସେହି ଯଜ୍ଞବେଦିଗୁଡ଼ିକୁ କିଦ୍ରୋଣ ଉପତ୍ୟକାରେ ଫିଙ୍ଗି ଦେଲେ।


ମନଃଶି, ରୁବେନ୍ ଓ ଗାଦ୍ ଗୋଷ୍ଠୀୟର ଏହି ଲୋକମାନେ ଯୁଦ୍ଧ କ୍ଷେତ୍ରରେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ୱର ସେମାନଙ୍କୁ ଯେପରି ସାହାଯ୍ୟ କରନ୍ତି, ଏଥିନିମନ୍ତେ ସେମାନେ ତାଙ୍କ ନିକଟରେ ବିନତି କଲେ। କାରଣ ସେମାନେ ତାଙ୍କଠାରେ ବିଶ୍ୱାସ କରୁଥିଲେ। ତେଣୁ ପରମେଶ୍ୱର ସେମାନଙ୍କୁ ସାହାଯ୍ୟ କଲେ। ହାଗରୀୟ ଲୋକମାନଙ୍କୁ ପରାସ୍ତ କରିବାକୁ ପରମେଶ୍ୱର ସେମାନଙ୍କୁ ଅନୁମତି ଦେଲେ। ଆହୁରି ମଧ୍ୟ ସେମାନେ ହାଗରୀୟ ଲୋକମାନଙ୍କ ସହିତରେ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ପରାସ୍ତ କଲେ।


ତୁମ୍ଭେମାନେ କହିପାର, “ଆମ୍ଭେମାନେ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ।” କିନ୍ତୁ ମୁଁ ଜାଣେ ହିଜକିୟ ଯେଉଁ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିରେ ଲୋକମାନେ ପୂଜା କରୁଥିଲେ ସେ ସେଗୁଡ଼ିକୁ ଦୂରେଇ ଦେଇଛନ୍ତି ଆଉ ଯିହୁଦାକୁ ଯିରୁଶାଲମକୁ କହିଛନ୍ତି “ତୁମ୍ଭେମାନେ କେବଳ ଯିରୁଶାଲମର ଯଜ୍ଞବେଦି ନିକଟରେ ପୂଜା କରିବ।”


“‘ଏହା ସତ୍ତ୍ୱେ, ଯଦି ତୁମ୍ଭେ ଯୁଦ୍ଧ କରିବାକୁ ଗ୍ଭହୁଁଛ, ଅଶୂରର ରାଜାଙ୍କ ସହିତ ସମ୍ପର୍କ କର, ସେମାନଙ୍କ ପାଇଁ ଯଦି ଅଶ୍ୱ ଆରୋହଣକାରୀମାନଙ୍କୁ ଖୋଜି ପାରିବ, ତେବେ ମୁଁ ତୁମ୍ଭଙ୍କୁ 200 ଅଶ୍ୱ ଦେବି।


Swiv nou:

Piblisite


Piblisite