Biblia Todo Logo
Bib sou entènèt

- Piblisite -




ଯିଶାଇୟ 37:11 - ପବିତ୍ର ବାଇବଲ

11 ଦେଖ, ଅଶୂରୀୟ ରାଜାମାନେ ଯେପରି ଭାବରେ ସମସ୍ତ ଦେଶକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି, ତାହା ତୁମ୍ଭେମାନେ ଶୁଣିଅଛ। ଆଉ ତୁମ୍ଭେମାନେ କ’ଣ ଉଦ୍ଧାର ପାଇବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ଵାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କʼଣ ଉଦ୍ଧାର ପାଇବ?

Gade chapit la Kopi

ଓଡିଆ ବାଇବେଲ

11 ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କ’ଣ ଉଦ୍ଧାର ପାଇବ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କʼଣ ଉଦ୍ଧାର ପାଇବ?

Gade chapit la Kopi




ଯିଶାଇୟ 37:11
9 Referans Kwoze  

ଏ କ’ଣ ସେହି ଲୋକ ଯେ କି ନଗରଗୁଡ଼ିକୁ ଧ୍ୱଂସ କରିଥିଲେ ଓ ସେଗୁଡ଼ିକୁ ମରୁଭୂମିରେ ପରିଣତ କରିଥିଲେ, ପୁଣି ଯୁଦ୍ଧରେ ବନ୍ଦୀମାନଙ୍କୁ ନିଜ ଗୃହକୁ ଛାଡ଼ି ନ ଥିଲେ?”


ହିଜକିୟଙ୍କ କଥା ବିଶ୍ୱାସ କର ନାହିଁ। “ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖ। ସେ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ। ସଦାପ୍ରଭୁ ଅଶୂର ରାଜାଙ୍କୁ ଏହି ନଗର ଅଧିକାର କରିବାକୁ ଦେବେ ନାହିଁ।”


ଏଣୁ କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ ଅପେକ୍ଷା ସେ ଅତି ଉଚ୍ଚ ହେଲା। ତାହାର ଡାଳଗୁଡ଼ିକ ବହୁସଂଖ୍ୟାରେ ବଢ଼ିବାକୁ ଲାଗିଲା। ଆଉ ଅମାପ ଜଳ ହେତୁ ତାହାର ଶାଖାସବୁ ପ୍ରସାରିତ ହୋଇ ବଢ଼ିଗଲା।


ହେ ନୀନିବୀ, ତୁମ୍ଭେ ଭୟଙ୍କର ଭାବରେ କ୍ଷତ ବିକ୍ଷତ ହୋଇଛ। କିଛି ତୁମ୍ଭର କ୍ଷତକୁ ଆରୋଗ୍ୟ କରି ପାରିବ ନାହିଁ। ଯେକେହି ତୁମ୍ଭ ବିଷୟରେ ସମ୍ବାଦ ଶୁଣେ ସେମାନେ ତାଳି ମାରନ୍ତି। ସେମାନେ ସମସ୍ତେ ଖୁସୀ ହୁଅନ୍ତି କାରଣ ସେମାନେ ସମସ୍ତେ ତୁମ୍ଭମାନଙ୍କର ଭୁଲ୍ ଯୋଗୁଁ ସର୍ବଦା ପୀଡ଼ିତ ହେଉଛନ୍ତି।


Swiv nou:

Piblisite


Piblisite