ଯିଶାଇୟ 37:12 - ପବିତ୍ର ବାଇବଲ12 ମୋର ପୂର୍ବପୁରୁଷଗଣ ଯେଉଁ ଗୋଶନ, ହାରୋଣ ଓ ରେତ୍ଶଫ୍ ଦେଶୀୟମାନଙ୍କୁ ଏବଂ ତଳଃସର ନିବାସୀ ଏଦନ-ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କ’ଣ ସେମାନଙ୍କୁ ଉଦ୍ଧାର କଲେ? Gade chapit laପବିତ୍ର ବାଇବଲ (Re-edited) - (BSI)12 ମୋʼ ପିତୃଲୋକମାନେ ଯେଉଁ ଗୋଶନ ଓ ହାରୋଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ-ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ? Gade chapit laଓଡିଆ ବାଇବେଲ12 ମୋ’ ପିତୃଲୋକମାନେ ଯେଉଁ ଗୋଶନ, ହାରଣ, ରେତ୍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କ’ଣ ସେମାନଙ୍କୁ ଉଦ୍ଧାର କଲେ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମୋʼ ପିତୃଲୋକମାନେ ଯେଉଁ ଗୋଶନ, ହାରଣ, ରେତ୍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ? Gade chapit la |