Biblia Todo Logo
Bib sou entènèt

- Piblisite -




ଯିଶାଇୟ 37:13 - ପବିତ୍ର ବାଇବଲ

13 ହମାତ, ଅର୍ପଦ, ସଫର୍ବୟିମ ନଗର, ହେନା ଓ ଅବ୍ବା ରାଜା କାହାନ୍ତି? ସେମାନେ ସମସ୍ତେ ବିନାଶ ହୋଇଛନ୍ତି।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?

Gade chapit la Kopi

ଓଡିଆ ବାଇବେଲ

13 ହମାତର ରାଜା, ଅର୍ପଦର ରାଜା, ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ହମାତର ରାଜା, ଅର୍ପଦର ରାଜା, ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”

Gade chapit la Kopi




ଯିଶାଇୟ 37:13
10 Referans Kwoze  

ଦମ୍ମେଶକ ପାଇଁ ଏହି ବାର୍ତ୍ତା, “ହମାତ୍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି। ସେମାନେ ନିରୁତ୍ସାହିତ ହୋଇଅଛନ୍ତି, ସେମାନେ ସମୁଦ୍ରପରି ଅସ୍ଥିର, ସେମାନେ ନୀରବ ରହି ପାରିବେ ନାହିଁ।


ହମାତ ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ସେମାନେ କ’ଣ ମୋ'ଠାରୁ ଶମରିୟାକୁ ଉଦ୍ଧାର କରିଛନ୍ତି?


କ‌‌ଲ୍‌‌ନୋ ନଗର କର୍କମୀଶର ତୁଲ୍ୟ ଅଟେ। ପୁଣି ଅର୍ପଦ ନଗର ହମାତ୍ ତୁଲ୍ୟ ଅଟେ। ଶମରିୟା ନଗର ଦମ୍ମେଶକ ପରି ଅଟେ।


ଆଉ କାହାନ୍ତି ହମାତ୍, ଅର୍ପଦ, ସଫର୍ବୟିମ, ହେନା ଓ ଅବ୍ବାର ରାଜଗଣ? ସେମାନେ ସମସ୍ତେ ବିନାଶ ପ୍ରାପ୍ତ ହୋଇଅଛନ୍ତି।’”


ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର, ହେନାର ଓ ଅବ୍ବାର ଦେବତାମାନେ କାହାନ୍ତି? ସେମାନେ କ’ଣ ମୋ’ ହସ୍ତରୁ ଶମରିୟାକୁ ଉଦ୍ଧାର କରିଛନ୍ତି? ନା!


ଅନନ୍ତର ଅଶୂରର ରାଜା ବାବିଲ୍, କୂଥା, ଅବ୍ବା, ହମାତ୍ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲୀୟମାନଙ୍କ ବଦଳରେ ଶମରିୟାର ବିଭିନ୍ନ ନଗରରେ ସ୍ଥାପନ କଲେ। ତହୁଁ ସେମାନେ ଶମରିୟା ଅଧିକାର କରି ସେଠାରେ ନାନା ନଗରରେ ବାସ କଲେ।


ମୋର ପୂର୍ବପୁରୁଷଗଣ ଯେଉଁ ଗୋଶନ, ହାରୋଣ ଓ ରେ‌‌‌ତ୍‌‌‌ଶଫ୍ ଦେଶୀୟମାନଙ୍କୁ ଏବଂ ତଳଃସର ନିବାସୀ ଏଦନ-ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କ’ଣ ସେମାନଙ୍କୁ ଉଦ୍ଧାର କଲେ?


ହିଜକିୟ ଦୂତଙ୍କଠାରୁ ଏକ ଲେଖା ନେଲେ ଓ ପାଠ କଲେ। ତା'ପରେ ସେ ସଦାପ୍ରଭୁଙ୍କ ମନ୍ଦିରକୁ ଯାଇ ପ୍ରାର୍ଥନା କରି କହିଲା।


“ବାବିଲ ସୈନ୍ୟମାନେ ଅନ୍ୟ ଦେଶର ରାଜାମାନଙ୍କୁ ଉପହାସ କରିବେ। ବିଦେଶୀ ଶାସକମାନେ ସେମାନଙ୍କ ପାଇଁ ଉପହାସର ପାତ୍ର ହେବେ। ସେମାନେ ସୁଦୃଢ଼ ଉଚ୍ଚ ପ୍ରାଚୀର ବିଶିଷ୍ଟ ନଗରକୁ ଦେଖି ହସିବେ। ସେମାନେ ତ୍ରିଭୁଜାକାର ଚଟାଣ ତିଆରି କରିବେ ଏବଂ ସେହିସବୁ ନଗରକୁ କରାୟତ କରିବେ।


Swiv nou:

Piblisite


Piblisite