ଯିଶାଇୟ 37:19 - ପବିତ୍ର ବାଇବଲ19 ଆଉ ମଧ୍ୟ ସେମାନେ ସେହି ଦେଶର ଦେବତାମାନଙ୍କୁ ଅଗ୍ନିରେ ନିକ୍ଷେପ କରିଛନ୍ତି। କାରଣ ସେମାନେ ପ୍ରକୃତ ଦେବତା ନୁହନ୍ତି। ମନୁଷ୍ୟ ହସ୍ତ ନିର୍ମିତ କାଷ୍ଠ ଓ ପାଷାଣ ପ୍ରତିମା। ତେଣୁ ସେମାନେ ସେଗୁଡ଼ିକୁ ବିନାଶ କରିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)19 ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ଵର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି। Gade chapit laଓଡିଆ ବାଇବେଲ19 ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି। Gade chapit la |
ଆପଣ ନମ୍ର ହେବା ପରିବର୍ତ୍ତେ ସ୍ୱର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରୌପ୍ୟ ପାତ୍ରରେ ଆପଣ, ଆପଣଙ୍କ ଅମାତ୍ୟଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମାରେ ଦେବଗଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସେମାନଙ୍କର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।