ଯିଶାଇୟ 37:25 - ପବିତ୍ର ବାଇବଲ25 ଆମ୍ଭେ କୂପ ଖୋଳି ଜଳପାନ କରିଅଛୁ। ପୁଣି ମିଶରର ନଦୀସବୁକୁ ଶୁଷ୍କ କରାଇ ତା’ ଉପରେ ପଦଗ୍ଭରଣା କରିଅଛୁ।” Gade chapit laପବିତ୍ର ବାଇବଲ (Re-edited) - (BSI)25 ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା। Gade chapit laଓଡିଆ ବାଇବେଲ25 ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା। Gade chapit la |
ଗୋଟିଏ ବ୍ୟକ୍ତି ପକ୍ଷୀର ବସାରୁ ଅଣ୍ଡା ଅପହରଣ କଲାପରି ମୁଁ ସେମାନଙ୍କର ଧନ ସମ୍ପଦ ନିଜ ହସ୍ତର ଶକ୍ତିବଳରେ ଅପହରଣ କରିଛି। ଅନେକ ସମୟରେ ପକ୍ଷୀ ତା'ର ବସା ଓ ଅଣ୍ଡାକୁ ଛାଡ଼ି ଯାଇଥାଏ ଓ ତା'ର ସୁରକ୍ଷା ପାଇଁ କିଛି ବ୍ୟବସ୍ଥା କରି ନ ଥାଏ। କୌଣସି ପକ୍ଷୀ ଶବ୍ଦ କରିବାକୁ କିମ୍ବା ପକ୍ଷ ଓ ଥଣ୍ଟ ସାହାଯ୍ୟରେ ଲଢ଼ିବାକୁ ସେଠାରେ ନ ଥା’ନ୍ତି। ତେଣୁ ଲୋକେ ଅଣ୍ଡା ନେଇ ଯାଆନ୍ତି। ତେଣୁ ମୁଁ ସେହିପରି ସେମାନଙ୍କର ଧନସମ୍ପଦ ଲୁଣ୍ଠନ କଲାବେଳେ କେହି ମୋତେ ବାଧା ଦେବେ ନାହିଁ।”