ଯିଶାଇୟ 38:11 - ପବିତ୍ର ବାଇବଲ11 ତେଣୁ ମୁଁ କହିଲି, “ମୁଁ ସଦାପ୍ରଭୁଙ୍କୁ ଜୀବିତମାନଙ୍କ ଦେଶରେ ଦେଖିବି ନାହିଁ। ପୁଣି ଏ ଜଗତରେ ଜୀବିତମାନଙ୍କୁ ମଧ୍ୟ ଦେଖିବି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ। Gade chapit laଓଡିଆ ବାଇବେଲ11 ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ; ମୁଁ ଜଗନ୍ନିବାସୀମାନଙ୍କ ସହିତ ମନୁଷ୍ୟକୁ ଆଉ ଦେଖିବି ନାହିଁ। Gade chapit la |
“ଏଲମ ଓ ତା'ର ଲୋକମାନେ ସେଠାରେ ଅଛନ୍ତି, ସେମାନେ ସମସ୍ତେ ଯୁଦ୍ଧରେ ଖଣ୍ଡା ଦ୍ୱାରା ହତ ହୋଇଛନ୍ତି। ସେମାନଙ୍କର କବରଗୁଡ଼ିକ ଏହାର ଚତୁର୍ଦ୍ଦିଗରେ ଅଛି। ଆଉ ସେମାନଙ୍କ କବରର ଚତୁର୍ଦ୍ଦିଗରେ ତା'ର ସମସ୍ତ ଜନସମାଜ ଅଛନ୍ତି। ଯେଉଁମାନେ ଜୀବିତାବସ୍ଥାରେ ଭୟ ସୃଷ୍ଟି କରୁଥିଲେ, ଅସୁନ୍ନତ ଅବସ୍ଥାରେ କବରକୁ ଯାଇଛନ୍ତି। ସେମାନେ ଅନ୍ୟମାନଙ୍କ ସହିତ ସେମାନଙ୍କର ଅପମାନ ଭୋଗ କରିଅଛନ୍ତି।