ଯିଶାଇୟ 38:13 - ପବିତ୍ର ବାଇବଲ13 ମୁଁ ସାହାଯ୍ୟ ପାଇଁ ପ୍ରଭାତ ପର୍ଯ୍ୟନ୍ତ କ୍ରନ୍ଦନ କଲି। ଯେପରି ସିଂହ ମୋର ଅସ୍ଥିସବୁ ଚୂର୍ଣ୍ଣ କରୁଅଛି। ଏକ ଦିବାରାତ୍ର ସ୍ୱଳ୍ପ ସମୟ ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ ସେପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ। Gade chapit laଓଡିଆ ବାଇବେଲ13 ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେହିପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେହିପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ। Gade chapit la |