ଯିଶାଇୟ 38:17 - ପବିତ୍ର ବାଇବଲ17 ଦେଖ, ମୋର ଦୁଃଖ ଗ୍ଭଲିଯାଇଛି, ବର୍ତ୍ତମାନ ମୋର ଶାନ୍ତି ଆସିଛି। ମାତ୍ର ତୁମ୍ଭେ ମୋତେ ପ୍ରେମ କରି ବିନାଶ କୂପରୁ ମୋର ପ୍ରାଣକୁ ଉଦ୍ଧାର କଲ। କାରଣ ତୁମ୍ଭେ ମୋତେ କ୍ଷମା କରି ମୋର ସମସ୍ତ ପାପକୁ ପଛକୁ ପକାଇ ଦେଇଛ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ। Gade chapit laଓଡିଆ ବାଇବେଲ17 ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋ’ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ। Gade chapit la |