Biblia Todo Logo
Bib sou entènèt

- Piblisite -




ଯିଶାଇୟ 38:18 - ପବିତ୍ର ବାଇବଲ

18 ପାତାଳ ତୁମ୍ଭକୁ ଧନ୍ୟବାଦ ଦେଇ ପାରିବ ନାହିଁ। ମୃତ୍ୟୁ ତୁମ୍ଭର ପ୍ରଶଂସା ଗାନ କରି ପାରିବ ନାହିଁ। ତେଣୁ ମର୍ତ୍ତଗାମୀମାନେ ତୁମ୍ଭର ବିଶ୍ୱସ୍ତତା ଘୋଷଣା କରିବେନି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେନ୍ତ ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି।

Gade chapit la Kopi

ଓଡିଆ ବାଇବେଲ

18 ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ; ଗର୍ତ୍ତଗାମୀମାନେ ତୁମ୍ଭର ସତ୍ୟତା ପାଇଁ ପ୍ରତ୍ୟାଶା କରି ନ ପାରନ୍ତି।

Gade chapit la Kopi




ଯିଶାଇୟ 38:18
12 Referans Kwoze  

ତୁମ୍ଭେ କୌଣସି କାର୍ଯ୍ୟ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସେଠାରେ କିଛି କାର୍ଯ୍ୟ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।


ମୃତ ଲୋକମାନେ ତୁମ୍ଭକୁ ସେମାନଙ୍କର କବରରେ କେବେ ମନେ ପକାନ୍ତି ନାହିଁ। ମୃତମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସେଥିପାଇଁ ମୋତେ ରକ୍ଷା କର।


ମୁଁ କହିଲି, “ହେ ପ୍ରଭୁ କ’ଣ ଭଲ ହେବ ଯଦି ମୁଁ ମରିଯାଏ? ମୁଁ କବର ଭିତରକୁ ଗଲେ କ’ଣ ଲାଭ? ମୃତ ଲୋକମାନେ ସେହି ମାଟିର କବରରେ ଶୋଇ ରହନ୍ତି। ସେମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସେମାନେ ଲୋକମାନଙ୍କୁ କହନ୍ତି ନାହିଁ, ଆମ୍ଭେମାନେ କେତେ ତୁମ୍ଭ ଉପରେ ନିର୍ଭରଶୀଳ।


“ତା'ପରେ ଏହି ଲୋକଗୁଡ଼ିକ ଗ୍ଭଲିଯିବେ, ସେମାନଙ୍କୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।”


କିନ୍ତୁ ରାଜ୍ୟର ମୂଳ ପ୍ରଜାମାନଙ୍କୁ ଅନ୍ଧାର ଭିତରକୁ ଫିଙ୍ଗି ଦିଆଯିବ। ସେଠାରେ ସେମାନେ କାନ୍ଦି କାନ୍ଦି ଓ କଷ୍ଟ ହେତୁ ଦାନ୍ତ କଡ଼ମଡ଼ କରି ରହିବେ।”


ଦୁଷ୍ଟଲୋକ ଆପଣା ମନ୍ଦ କର୍ମରେ ତଡ଼ି ଦିଆଯାଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।


ଏହିରୂପେ ସେମାନେ ଜିଅନ୍ତା କବର ନେଲେ ଓ ପୃଥିବୀ ସେମାନଙ୍କୁ ଗ୍ଭପି ଦେଲା। ଏଥିରେ ସେମାନେ ମଣ୍ତଳୀରୁ ପୋଛି ହୋଇଗଲେ।


ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତିଶାଳୀ ଶୈଳ ସଦୃଶ। ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କରୁଛି। ତୁମ୍ଭେ ମୋ’ ପ୍ରତି ନୀରବ ହୁଅ ନାହିଁ। ଯଦି ମୋର ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ, ତାହାହେଲେ ଲୋକମାନେ ଭାବିବେ ମୁଁ ସେହି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ୟୁନ ହୁହେଁ।


ହେ ସଦାପ୍ରଭୁ, ସାରା ରାତି ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ମୋର ବିଛଣା ମୋର ଲୁହରେ ଭିଜିଗଲା। ମୁଁ ଅତି ଦୁର୍ବଳ ତୁମ୍ଭକୁ କାକୁତ୍ତି କରି ଜଣାଉଛି।


Swiv nou:

Piblisite


Piblisite