ଯିଶାଇୟ 38:19 - ପବିତ୍ର ବାଇବଲ19 ମୁଁ ଯେପରି କରୁଅଛି ସେହିପରି ଜୀବିତ ଲୋକେ ତୁମ୍ଭର ପ୍ରଶଂସା କରିବେ। ଜଣେ ପିତା ତା'ର ସନ୍ତାନଗଣଙ୍କୁ ତୁମ୍ଭର ସତ୍ୟତା ଜ୍ଞାନ ବିଶ୍ୱାସ କରାଇବେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଯେପରି ଆଜି ମୁଁ କରୁଅଛି, ସେପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ। Gade chapit laଓଡିଆ ବାଇବେଲ19 ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ। Gade chapit la |