Biblia Todo Logo
Bib sou entènèt

- Piblisite -




ଯିଶାଇୟ 38:21 - ପବିତ୍ର ବାଇବଲ

21 ତା'ପରେ ଯିଶାଇୟ ହିଜକିୟଙ୍କୁ କହିଲେ, “ତୁମ୍ଭେ ଡିମ୍ବିରିକୁ ଏକତ୍ର ଛେଚ ଏବଂ ତୁମ୍ଭର କ୍ଷତରେ ଲଗାଅ। ତାହାହେଲେ ତୁମ୍ଭେ ଆରୋଗ୍ୟ ଲାଭ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଯିଶାଇୟ କହିଥିଲେ, ସେମାନେ ଡିମିରି ଚକ୍ତି ନେଇ ସ୍ଫୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ।

Gade chapit la Kopi

ଓଡିଆ ବାଇବେଲ

21 ଯିଶାଇୟ କହିଥିଲେ, “ସେମାନେ ଡିମ୍ବିରି ଚକ୍ତି ନେଇ ସ୍ପୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଯିଶାଇୟ କହିଥିଲେ, “ସେମାନେ ଡିମ୍ବିରି ଚକ୍ତି ନେଇ ସ୍ପୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ।”

Gade chapit la Kopi




ଯିଶାଇୟ 38:21
3 Referans Kwoze  

ଯୀଶୁ ଏ କଥା କହିଲା ପରେ ଭୂଇଁରେ ଛେପ ପକାଇ କାଦୁଅ କରି, ସେହି କାଦୁଅକୁ ନେଇ ସେ ସେହି ଜନ୍ମାନ୍ଧ ଲୋକଟିର ଆଖିରେ ଲଗେଇ ଦେଲେ।


ଯୀଶୁ ସେ ଲୋକଟିକୁ ଭିଡ଼ଠାରୁ ଟିକିଏ ଦୂରକୁ ଗୋଟିଏ ପାଖକୁ ନେଇଗଲେ। ସେ ସେହି ଲୋକଟିର କାନ ଭିତରେ ନିଜ ଅଙ୍ଗୁଳିଗୁଡ଼ିକୁ ରଖିଲେ। ତା'ପରେ ସେ ଛେପ ପକାଇଲେ ଓ ଲୋକଟିର ଜିଭକୁ ଛୁଇଁଲେ।


Swiv nou:

Piblisite


Piblisite