Biblia Todo Logo
Bib sou entènèt

- Piblisite -




ଯିଶାଇୟ 38:6 - ପବିତ୍ର ବାଇବଲ

6 ମୁଁ ତୁମ୍ଭକୁ ଓ ତୁମ୍ଭର ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବି ଓ ଏହି ନଗରର ସପକ୍ଷ ନେବି।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା।’”

Gade chapit la Kopi




ଯିଶାଇୟ 38:6
5 Referans Kwoze  

ମୁଁ ମୋ’ ନିମନ୍ତେ ଓ ମୋର ଦାସ ଦାଉଦ ନିମନ୍ତେ ଏହି ନଗରକୁ ରକ୍ଷା କରିବି ଓ ଏହାର ସପକ୍ଷରେ ରହିବି।”


ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପୂର୍ଣ୍ଣ ଭାବରେ ପ୍ରଗ୍ଭର କରିବା ବେଳେ ପ୍ରଭୁ ମୋତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଗ୍ଭର ଶୁଣନ୍ତୁ ବୋଲି ପ୍ରଭୁ ଗ୍ଭହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।


ହେ ସିୟୋନ ନିବାସୀଗଣ, ଉଚ୍ଚସ୍ୱରରେ ତାଙ୍କର ପ୍ରଶଂସା କର। ଇସ୍ରାଏଲ ସେହି ପବିତ୍ର ଧର୍ମସ୍ୱରୂପ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ତେଣୁ ଆନନ୍ଦ କର।


ଏହି ପ୍ରକାରେ ସଦାପ୍ରଭୁ ହିଜକିୟ ଓ ଯିରୁଶାଲମର ଲୋକମାନଙ୍କୁ ଅଶୂରର ରାଜା ସ‌ନ୍‌ହେରୀବ୍ ଓ ଅନ୍ୟ ସମସ୍ତ ଲୋକଙ୍କଠାରୁ ରକ୍ଷା କଲେ। ସଦାପ୍ରଭୁ ସେମାନଙ୍କୁ ସବୁ ପ୍ରକାର ଧମକରୁ ଉଦ୍ଧାର କଲେ।


Swiv nou:

Piblisite


Piblisite