ଯିଶାଇୟ 38:8 - ପବିତ୍ର ବାଇବଲ8 “ଦେଖ, ମୁଁ ଆହସର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହାକୁ ଦିଗପାହୁଣ୍ଡ ପଛକୁ ଫେରାଇ ଆଣିବି।” Gade chapit laପବିତ୍ର ବାଇବଲ (Re-edited) - (BSI)8 ଦେଖ, ଆମ୍ଭେ ଆହସର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ତ ପଛକୁ ଫେରାଇ ଆଣିବା। ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ତ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା। Gade chapit laଓଡିଆ ବାଇବେଲ8 ଦେଖ, ଆମ୍ଭେ ଆହସ୍ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା।” ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦେଖ, ଆମ୍ଭେ ଆହସ୍ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା। ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା। Gade chapit la |
ଥରେ ବାବିଲୀୟ ନେତାମାନେ ହିଜକିୟଙ୍କ ନିକଟକୁ ବାର୍ତ୍ତାବାହକମାନଙ୍କୁ ପ୍ରେରଣ କଲେ। ସେହି ବାର୍ତ୍ତାବାହକମାନେ ଦେଶ ମଧ୍ୟରେ ଘଟିଥିବା ଏକ ଅଦ୍ଭୂତ ଚିହ୍ନ ସମ୍ବନ୍ଧରେ ପଗ୍ଭରିଲେ। ଯେତେବେଳେ ସେମାନେ ଆସିଲେ ସେତେବେଳେ ହିଜକିୟଙ୍କୁ ପରୀକ୍ଷା କରିବା ନିମନ୍ତେ ଓ ହିଜକିୟଙ୍କ ହୃଦୟରେ ଯାହାକିଛି ଅଛି, ତାହା ଜାଣିବା ନିମନ୍ତେ ପରମେଶ୍ୱର ହିଜକିୟଙ୍କୁ ଏକାକୀ ଛାଡ଼ିଗଲେ।