Biblia Todo Logo
Bib sou entènèt

- Piblisite -




ଯିଶାଇୟ 39:4 - ପବିତ୍ର ବାଇବଲ

4 ଯିଶାଇୟ ପଗ୍ଭରିଲେ, “ସେମାନେ ତୁମ୍ଭ ଗୃହରେ କ’ଣ ଦେଖିଅଛନ୍ତି?” ହିଜକିୟ ଉତ୍ତର କଲେ, “ମୋ’ ଗୃହରେ ଯାହାସବୁ ଥିଲା ମୁଁ ସେ ସମସ୍ତ ତାଙ୍କୁ ଦେଖାଇଲି। ଏପରି କୌଣସି ଜିନିଷ ମୋ’ ଭଣ୍ଡାରରେ ନାହିଁ ଯାହାକି ମୁଁ ତାଙ୍କୁ ଦେଖାଇ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଥିରେ ସେ ପଚାରିଲେ, ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି? ତହୁଁ ହିଜକୀୟ ଉତ୍ତର କଲା, ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ତାରସମୂହରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି ?” ତହୁଁ ହିଜକୀୟ ଉତ୍ତର କଲା, “ମୋ’ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋ’ ଭଣ୍ଡାରସମୂହରେ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲା, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”

Gade chapit la Kopi




ଯିଶାଇୟ 39:4
8 Referans Kwoze  

ଯଦି ଆମ୍ଭେ ନିଜ ନିଜର ପାପ ସ୍ୱୀକାର କରୁ ତେବେ ପରମେଶ୍ୱର ଆମ୍ଭକୁ ପାପରୁ କ୍ଷମା କରିବେ। କାରଣ ସେ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି। ସେ ଆମ୍ଭକୁ ସମସ୍ତ ଅଧର୍ମରୁ ପରିଷ୍କାର କରିବେ।


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ। ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ତାକୁ ପରିତ୍ୟାଗ କରେ, ସେ ଦୟା ପାଇବ।


ତୁମ୍ଭେ ଧନକୁ ଦେଖିବା ପୂର୍ବରୁ ସେ ପଳାଏ। କାରଣ ଧନ ଉଡ଼ୁଥିବା ଉତ୍କ୍ରୋଶପକ୍ଷୀ ପରି ଡେଣା ପାଏ ଏବଂ ଉଡ଼ିଯାଏ।


ଅନ୍ୟ ଲୋକମାନେ ସେମାନଙ୍କର ପାପକୁ ଗୁପ୍ତ ରଖିବାକୁ ଗ୍ଭହାନ୍ତି। ମୁଁ କେବେ ମୋର ଦୋଷକୁ ଲୁଗ୍ଭଏ ନାହିଁ।


ତା'ପରେ ଯିହୋଶୂୟ ଆଖ‌ନ୍‌କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର, ତୁମ୍ଭେ କ’ଣ କରିଛ ମୋତେ କୁହ ସେ କଥା ଲୁଗ୍ଭଅ ନାହିଁ।”


ସେତେବେଳେ ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟ ରାଜା ହିଜକିୟ ନିକଟକୁ ଯାଇ ତାଙ୍କୁ ପଗ୍ଭରିଲେ, “ଏହି ଲୋକମାନେ କ’ଣ କହିଲେ? ସେମାନେ କେଉଁଠାରୁ ଆସିଲେ?” ହିଜକିୟ କହିଲେ, “ସେମାନେ ଦୂରଦେଶ ବାବିଲରୁ ମୋତେ ଦେଖିବାକୁ ଆସିଛନ୍ତି।”


ଏଥିରେ ଯିଶାଇୟ ହିଜକିୟଙ୍କୁ କହିଲେ, “ସଦାପ୍ରଭୁ ସର୍ବଶକ୍ତିମାନଙ୍କ କଥା ଶୁଣ।


ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ ସକଳ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମସ୍ତ ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀ ସକଳ ଲୁଣ୍ଠିତ ହେବା ପାଇଁ ଦେବା।


Swiv nou:

Piblisite


Piblisite