Biblia Todo Logo
Bib sou entènèt

- Piblisite -




ଯିଶାଇୟ 39:5 - ପବିତ୍ର ବାଇବଲ

5 ଏଥିରେ ଯିଶାଇୟ ହିଜକିୟଙ୍କୁ କହିଲେ, “ସଦାପ୍ରଭୁ ସର୍ବଶକ୍ତିମାନଙ୍କ କଥା ଶୁଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଥିରେ ଯିଶାଇୟ ହିଜକୀୟକୁ କହିଲେ, ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ଓଡିଆ ବାଇବେଲ

5 ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi




ଯିଶାଇୟ 39:5
3 Referans Kwoze  

ଶାମୁୟେଲ ଶାଉଲଙ୍କୁ କହିଲେ, “କହିବା ବନ୍ଦ କର! ସଦାପ୍ରଭୁ ମୋତେ ଗତ ରାତିରେ ଯାହା କରିଛନ୍ତି ତାହା ମୁଁ ତୁମ୍ଭକୁ କହିବି।” ଶାଉଲ ଉତ୍ତର ଦେଲେ, “ମୋତେ କୁହ।”


ଯିଶାଇୟ ପଗ୍ଭରିଲେ, “ସେମାନେ ତୁମ୍ଭ ଗୃହରେ କ’ଣ ଦେଖିଅଛନ୍ତି?” ହିଜକିୟ ଉତ୍ତର କଲେ, “ମୋ’ ଗୃହରେ ଯାହାସବୁ ଥିଲା ମୁଁ ସେ ସମସ୍ତ ତାଙ୍କୁ ଦେଖାଇଲି। ଏପରି କୌଣସି ଜିନିଷ ମୋ’ ଭଣ୍ଡାରରେ ନାହିଁ ଯାହାକି ମୁଁ ତାଙ୍କୁ ଦେଖାଇ ନାହିଁ।”


Swiv nou:

Piblisite


Piblisite