Biblia Todo Logo
Bib sou entènèt

- Piblisite -




ଯିଶାଇୟ 39:7 - ପବିତ୍ର ବାଇବଲ

7 ତୁମ୍ଭ ଔରସରୁ ଜାତ ସନ୍ତାନମାନଙ୍କୁ ବାବିଲମାନେ ନେଇଯିବେ ଓ ସେମାନଙ୍କୁ ବାବିଲମାନେ ରାଜାଙ୍କ ଅଟ୍ଟାଳିକାରେ ନପୁଂସକ କରି ରଖିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।

Gade chapit la Kopi

ଓଡିଆ ବାଇବେଲ

7 ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”

Gade chapit la Kopi




ଯିଶାଇୟ 39:7
10 Referans Kwoze  

ବସନ୍ତ ଋତୁରେ, ରାଜା ନବୂଖ‌ଦ୍‌ନିତ୍ସର ଯିହୋୟାଖୀ‌ନଙ୍କୁ ଆଣିବା ନିମନ୍ତେ କେତେକ ଭୃତ୍ୟଙ୍କୁ ପଠାଇଲେ। ସେମାନେ ଯିହୋୟାଖୀନ୍ ଓ ସଦାପ୍ରଭୁଙ୍କ ମନ୍ଦିରରୁ ବହୁମୂଲ୍ୟ ଧନ ସମ୍ପତ୍ତିରୁ କିଛି ବାବିଲକୁ ନେଇଗଲେ। ନବୂଖ‌ଦ୍‌ନିତ୍ସରର ସିଦିକିୟଙ୍କୁ ଯିହୁଦା ଓ ଯିରୁଶାଲମର ନୂତନ ରାଜା ରୂପେ ମନୋନୀତ କଲେ। ସିଦିକିୟ ଯିହୋୟାଖୀ‌ନଙ୍କର ଜଣେ ଆତ୍ମୀୟ ଥିଲେ।


ତେଣୁ ଯିହୁଦାର ରାଜା ଯିହୋୟାଖୀନ୍, ତାଙ୍କର ମାତା, ତାଙ୍କର ଦାସମାନେ, ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜାଙ୍କୁ ଭେଟିବାକୁ ଗଲେ। ମାତ୍ର ବାବିଲର ରାଜା ଯିହୋୟାଖୀ‌‌ନଙ୍କୁ ଧରି ତାଙ୍କୁ ବନ୍ଦୀରୂପେ ନେଲେ। ଏହା ନବୂଖ‌ଦ୍‌ନିତ୍ସରଙ୍କ ଅଷ୍ଟମ ବର୍ଷ ରାଜତ୍ୱ କାଳରେ ଘଟିଥିଲା।


ପୁଣି ସେ ସିଦିକିୟର ଚକ୍ଷୁ ଉପାଡ଼ି ତାକୁ ବାବିଲକୁ ନେବାକୁ ପିତ୍ତଳ ଶୃଙ୍ଖଳରେ ବାନ୍ଧିଲେ।


ନବୂଖ‌ଦ୍‌ନିତ୍ସର ଅବଶିଷ୍ଟ ଜୀବିତ ଥିବା ଲୋକଙ୍କୁ ବାବିଲକୁ ନେଇଗଲେ ଓ ସେମାନଙ୍କୁ ବଳପୂର୍ବକ ଭାବରେ କ୍ରୀତଦାସ କରି ରଖିଲେ। ପାରସିକ ରାଜ୍ୟ, ବାବିଲର ରାଜ୍ୟକୁ ପରାସ୍ତ କରିବା ପର୍ଯ୍ୟନ୍ତ ସେହି ଲୋକମାନେ ବାବିଲରେ କ୍ରୀତଦାସରୂପେ ରହିଲେ।


ତେଣୁ ସଦାପ୍ରଭୁ ସୈନ୍ୟବାହିନୀର ସେନାପତିଙ୍କୁ ଆଣିଲେ, ଯିଏ କି ଅଶୂରର ରାଜାର ସେବା କରୁଥିଲେ ଏବଂ ସେମାନେ ଯିହୁଦାକୁ ଆକ୍ରମଣ କଲେ। ସେହି ସେନାପତିମାନେ ମନଃଶିଙ୍କୁ ଧରିଲେ ଓ ତାଙ୍କୁ ବନ୍ଦୀ କରି ନେଲେ। ସେମାନେ ତାଙ୍କ ଶରୀରରେ ଆଙ୍କୁଡ଼ି ଲଗାଇଲେ ଓ ତାଙ୍କ ହାତରେ ପିତ୍ତଳର ଜଞ୍ଜିର ପିନ୍ଧାଇଲେ ଓ ତାଙ୍କୁ ବାବିଲ ଦେଶକୁ ନେଇଗଲେ।


ପୁଣି ନବୂଖ‌ଦ୍‌ନିତ୍ସର ଯିହୋୟାଖୀ‌ନଙ୍କୁ, ତାଙ୍କ ମାତାଙ୍କୁ, ତାଙ୍କ ପତ୍ନୀମାନଙ୍କୁ, ତାଙ୍କର ନପୁଂସକମାନଙ୍କୁ ଓ ତାଙ୍କର ପ୍ରଧାନ ଲୋକମାନଙ୍କୁ ବନ୍ଦୀ କରି ଯିରୁଶାଲମରୁ ବାବିଲକୁ ନେଇ ଗଲେ।


ସେହି ସମୟରେ ନବୂଖ‌ଦ୍‌ନିତ୍ସରଙ୍କ ଅଧିକାରୀମାନେ ଯିରୁଶାଲମକୁ ଆସି ତାଙ୍କୁ ଅବରୋଧ କଲେ।


Swiv nou:

Piblisite


Piblisite