ଯିଶାଇୟ 39:8 - ପବିତ୍ର ବାଇବଲ8 ସେତେବେଳେ ହିଜକିୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ ତାହା ଉତ୍ତମ।” ସେ ପୁଣି କହିଲା, “କାରଣ ମୋ’ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ। ସେ ଆହୁରି କହିଲା, କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ। Gade chapit laଓଡିଆ ବାଇବେଲ8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋ’ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।” Gade chapit la |
ସେ ପ୍ରାର୍ଥନା କରି କହିଲା, “ମୁଁ ଯେତେବେଳେ ଏହି ପୃଥିବୀରେ ଜନ୍ମ ଲାଭ କଲି ସେତେବେଳେ ମୁଁ ଲଙ୍ଗଳା ଥିଲି ଓ ମୋ’ ପାଖରେ କିଛି ନ ଥିଲା। ଠିକ୍ ସେହିପରି ମୁଁ ଯେତେବେଳେ ମୃତ୍ୟୁବରଣ କରିବି ଓ ଏ ପୃଥିବୀକୁ ତ୍ୟାଗ କରିବି ସେତେବେଳେ ମଧ୍ୟ ଲଙ୍ଗଳା ଓ ଖାଲି ହାତରେ ଯିବି। ସଦାପ୍ରଭୁ ସବୁକିଛି ଦିଅନ୍ତି ଏବଂ ସବୁକିଛି ନେଇ ଯାଆନ୍ତି। ତେଣୁ ସଦାପ୍ରଭୁଙ୍କ ନାମ ହିଁ ପ୍ରଶଂସା ଯୋଗ୍ୟ।”