ଯିଶାଇୟ 4:2 - ପବିତ୍ର ବାଇବଲ2 ସେହି ସମୟରେ, ସଦାପ୍ରଭୁଙ୍କ ଶାଖା (ଯିହୁଦା) ଅତି ମନୋରମ ଆକର୍ଷଣୀୟ ଓ ମହାନ ହେବ। ଇସ୍ରାଏଲର ପରିବେଷ୍ଟନୀୟର ଉପଯୋଗୀ ସେମାନଙ୍କ ଦେଶର ଉତ୍ତମ ଫଳ ଯୋଗୁଁ ଗୌରବାନ୍ୱିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ଵିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ। Gade chapit laଓଡିଆ ବାଇବେଲ2 ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ। Gade chapit la |
ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା'ର ଅଣ୍ଟାର ବଳୟ ସଦୃଶ ହେବ।