ଯିଶାଇୟ 4:6 - ପବିତ୍ର ବାଇବଲ6 ଏହି ଆଚ୍ଛାଦନ ଏକ ନିରାପଦ ସ୍ଥାନ ହେବ। ଏହା ଦିବସରେ ସୂର୍ଯ୍ୟ ତାପରୁ ସୁରକ୍ଷା ଦେବ ଓ ସମସ୍ତ ବନ୍ୟା, ଝଡ଼ ଓ ବର୍ଷାରୁ ଏହି ଛାୟା ରକ୍ଷା କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ଵରୂପ ହେବା ନିମନ୍ତେ ଏକ ଆବାସ ହେବ। Gade chapit laଓଡିଆ ବାଇବେଲ6 ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ। Gade chapit la |
କେତେକ ଦେଖି ନ ପାରୁ ଥିବା ବିଷୟ ଗୁଡ଼ିକ ପ୍ରତି ପରମେଶ୍ୱର ନୋହଙ୍କୁ ସତର୍କ କରିଦେଇଥିଲେ। ନୋହଙ୍କର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ୱାସ ବଳରେ ନୋହ ଦେଖାଇଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ୱର ବିଶ୍ୱାସ ବଳରେ ଧାର୍ମିକ କରନ୍ତି, ସେମାନଙ୍କ ଭିତରୁ ନୋହ ଜଣେ ଥିଲେ।
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।