Biblia Todo Logo
Bib sou entènèt

- Piblisite -




ଯିଶାଇୟ 40:12 - ପବିତ୍ର ବାଇବଲ

12 କିଏ ନିଜର ହସ୍ତ ପାପୁଲିରେ ସମୁଦ୍ର ଜଳରାଶି ମାପିଅଛି? କିଏ ନିଜର ହସ୍ତ ଗ୍ଭଖଣ୍ଡରେ ଅନନ୍ତ ଆକାଶକୁ କଳନା କରିଅଛି? ପୁଣି କିଏ ଗୌଣୀରେ ପୃଥିବୀର ସମସ୍ତ ଧୂଳିରାଶିକୁ ଭରି ପାରିଛି? କିଏ ପର୍ବତଗୁଡ଼ିକୁ ନିକିତିରେ ଓ ଉପପର୍ବତକୁ ତରାଜୁରେ ତଉଲି ଅଛି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି ଓ ଚାଖଣ୍ତ ଦ୍ଵାରା ଆକାଶମଣ୍ତଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲିଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

12 କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି, ଚାଖଣ୍ଡ ଦ୍ୱାରା ଆକାଶମଣ୍ଡଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲି ଅଛନ୍ତି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି, ଚାଖଣ୍ଡ ଦ୍ୱାରା ଆକାଶମଣ୍ଡଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲି ଅଛନ୍ତି?

Gade chapit la Kopi




ଯିଶାଇୟ 40:12
12 Referans Kwoze  

କିଏ କେବେ ସ୍ୱର୍ଗକୁ ଯାଇଛି ଏବଂ ତଳକୁ ଫେରି ଆସିଛି? କୌଣସି ଲୋକ ତା'ର ମୁଷ୍ଟିରେ ବାୟୁକୁ ଏକତ୍ର କରି ନାହିଁ। କୌଣସି ଲୋକ କପଡ଼ାରେ ସମସ୍ତ ଜଳକୁ ବାନ୍ଧି ନାହିଁ। କୌଣସି ଲୋକ ପୃଥିବୀର ସବୁ ସୀମା ନିରୂପଣ କରି ନାହିଁ। ଯଦି କୌଣସି ଲୋକ ଏହା କରିଛି, ସେ କିଏ? ତାଙ୍କର ପୁତ୍ରର ନାମ କ’ଣ?


ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଆକାଶମଣ୍ଡଳ ବିସ୍ତାର କରିଅଛି। ତେଣୁ ଆମ୍ଭେ ସେମାନଙ୍କୁ ଡାକିଲେ ସେମାନେ ଏକତ୍ର ଆମ୍ଭ ସମ୍ମୁଖରେ ଛିଡ଼ା ହୁଅନ୍ତି।


ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ୟକ୍ତିଙ୍କୁ ସେହି ସିଂହାସନରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଗ୍ଭଲିଗଲେ ଓ ଉଭେଇ ଗଲେ।


ପରମେଶ୍ୱର ତାଙ୍କର ଶକ୍ତିକୁ ପବନକୁ ଦେଇଛନ୍ତି। ସେ ସ୍ଥିର କରନ୍ତି କେତେ ବଡ଼ ସମୁଦ୍ର ହୋଇ ପାରିବ।


ପୁଣି ସଦାପ୍ରଭୁ ଏହା କହନ୍ତି, “ଯଦି ଲୋକମାନେ ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ଓ ଅଧଃସ୍ଥ ପୃଥିବୀକୁ ମାପି ପାରିବେ। ତାହାହେଲେ କେବଳ ଆମ୍ଭେ ମଧ୍ୟ ଇସ୍ରାଏଲର ବଂଶଧରଗଣ ଯାହା କଲେ ତାହା ପ୍ରତ୍ୟାଖାନ କରିଦେବା।” ଏହା ସଦାପ୍ରଭୁ କହନ୍ତି।


ଆମ୍ଭେ କିଏ? ଆମ୍ଭେ ହେଉଛୁ ପର୍ବତର ନିର୍ମାଣକର୍ତ୍ତା, ଆମ୍ଭେ ତୁମ୍ଭ ମନର ସୃଷ୍ଟିକର୍ତ୍ତା। ଆମ୍ଭେ ଲୋକମାନଙ୍କୁ କଥା କହିବା ଶିଖାଇ ଥିଲୁ। ଆଉ ମଧ୍ୟ ଅନ୍ଧକାରକୁ ସକାଳରେ ପରିଣତ କରିଥିଲୁ। ଆମ୍ଭେ ପର୍ବତ ଓ ପୃଥିବୀ ଉପରେ ଯାତାୟାତ କରୁ। ତାହାହେଲେ ଆମ୍ଭେ କିଏ? ଆମ୍ଭେ ହେଉଛୁ ସେହି ସଦାପ୍ରଭୁ ସୈନ୍ୟାଧିପତି, ସ୍ୱୟମ୍ଭୂ ପରମେଶ୍ୱର ଆମ୍ଭର ନାମ।”


Swiv nou:

Piblisite


Piblisite