ଯିଶାଇୟ 40:15 - ପବିତ୍ର ବାଇବଲ15 ଦେଖ, ପୃଥିବୀର ସମସ୍ତ ଗୋଷ୍ଠୀ ଏକ କଳସର ଏକ ଜଳବିନ୍ଦୁ ସଦୃଶ। ଯଦି ସଦାପ୍ରଭୁ ସମସ୍ତ ଗୋଷ୍ଠୀକୁ ନେଇ ତାଙ୍କ ତରାଜୁରେ ରଖନ୍ତି, ତେବେ ସେ ସବୁ ନିକିତିରେ ଧୂଳିକଣା ତୁଲ୍ୟ ହେବ। ସେ ଦ୍ୱୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)15 ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ଵୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି। Gade chapit laଓଡିଆ ବାଇବେଲ15 ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ୱୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ୱୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି। Gade chapit la |
ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ସଙ୍କେତ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା: ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ ତଥା ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟରେ କେବେ ଶୁଣି ନାହାନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେହିମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ବିଭିନ୍ନ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।