ଯିଶାଇୟ 40:20 - ପବିତ୍ର ବାଇବଲ20 ସେ ଖଣ୍ଡିଏ କାଠ ସଂଗ୍ରହ କରେ ତାହା ଯେପରି ଯିବ ନାହିଁ। ସେ ଜଣେ ନିଖୁଣ କାରିଗର କରିବାର ବାଛେ। ଗୋଟିଏ “ପ୍ରତିମା” ନିର୍ମାଣ କରିବାରେ ଯାହାକି ପଡ଼ିଯିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ଵେଷଣ କରେ। Gade chapit laଓଡିଆ ବାଇବେଲ20 ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ୱେଷଣ କରେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ୱେଷଣ କରେ। Gade chapit la |
ଆପଣ ନମ୍ର ହେବା ପରିବର୍ତ୍ତେ ସ୍ୱର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରୌପ୍ୟ ପାତ୍ରରେ ଆପଣ, ଆପଣଙ୍କ ଅମାତ୍ୟଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମାରେ ଦେବଗଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସେମାନଙ୍କର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।