Biblia Todo Logo
Bib sou entènèt

- Piblisite -




ଯିଶାଇୟ 40:25 - ପବିତ୍ର ବାଇବଲ

25 ତେଣୁ ସେହି ପବିତ୍ର ସ୍ୱରୂପ କୁହନ୍ତି, “ଆମ୍ଭେ କ’ଣ କାହା ସହିତ ତୁଳନୀୟ ହୋଇ ପାରିବା? କାରଣ କେହି ଆମ୍ଭ ସହିତ ସମାନ ନୁହେଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଏହେତୁ ସେହି ଧର୍ମସ୍ଵରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ?

Gade chapit la Kopi

ଓଡିଆ ବାଇବେଲ

25 ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ?

Gade chapit la Kopi




ଯିଶାଇୟ 40:25
8 Referans Kwoze  

ତେବେ ପରମେଶ୍ୱରଙ୍କୁ ତୁମ୍ଭେ କାହା ସହିତ ତୁଳନା କରି ପାରିବ? ତାଙ୍କର ଏକ ମୂର୍ତ୍ତି ତୁମ୍ଭେ ଗଢ଼ି ପାରିବ? ନା।


ତୁମ୍ଭେ ଯେପରି ଶୁଣିଅଛ, ସେପରି ଅନ୍ୟ କୌଣସି ଦେଶୀୟ ଲୋକ ପରମେଶ୍ୱରଙ୍କର କଥା ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଲେ?


“ତୁମ୍ଭେମାନେ ନିଶ୍ଚିତ ନିଜ ପାଇଁ କୌଣସି ପ୍ରତିମୂର୍ତ୍ତି ତିଆରି କରିବ ନାହିଁ, ଯାହା ତୁମ୍ଭେମାନେ ସ୍ୱର୍ଗରେ, ମର୍ତ୍ତ୍ୟରେ ଓ ପାଣି ଭିତରେ ଦେଖୁଛ। ତୁମ୍ଭେମାନେ ସେଗୁଡ଼ିକର କୌଣସି ପ୍ରତିମୂର୍ତ୍ତି ତିଆରି କର ନାହିଁ।


“ତୁମ୍ଭେ ଆମ୍ଭକୁ କାହା ସହିତ ତୁଳନା କରି ପାରିବ କି? ନା, କାରଣ କୌଣସି ଲୋକ ଆମ୍ଭ ସହିତ ସମାନ ନୁହେଁ। ତୁମ୍ଭେ ଆମ୍ଭ ବିଷୟରେ ସମ୍ପୂର୍ଣ୍ଣ ଅଜ୍ଞ। ଆମ୍ଭ ସଦୃଶ କେହି ନାହିଁ।


“ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ ଆଉ କୌଣସି ଦେବତା ଅଛି କି? ନା, ତୁମ୍ଭ ପରି ଆଉ କେହି ନାହାନ୍ତି। ତୁମ୍ଭେ ପବିତ୍ର ଅଟ। ତୁମ୍ଭେ ଆଶ୍ଚର୍ଯ୍ୟ ଶକ୍ତିରେ ପରିପୂର୍ଣ୍ଣ, ତୁମ୍ଭେ ବଡ଼ ଅ‌ଦ୍‌ଭୂତ କାର୍ଯ୍ୟ କର!


ହେ ପରମେଶ୍ୱର, ଦେବଗଣଙ୍କ ମଧ୍ୟରେ ତୁମ୍ଭ ପରି ଆଉ କେହି ନାହିଁ। ତୁମ୍ଭେ ଯାହା କରିଛ କେହି ଏପରି କରି ପାରିବେ ନାହିଁ।


ପବିତ୍ର ଦୂତଗଣର ସମାନ ପରମେଶ୍ୱରଙ୍କୁ ବହୁତ ଭୟ କରନ୍ତି। ସିଂହାସନ ଚତୁର୍ପାର୍ଶ୍ୱରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।


Swiv nou:

Piblisite


Piblisite