Biblia Todo Logo
Bib sou entènèt

- Piblisite -




ଯିଶାଇୟ 40:8 - ପବିତ୍ର ବାଇବଲ

8 “ତୃଣ ସିନା ଶୁଷ୍କ ହୁଏ ଓ ପୁଷ୍ପ ସିନା ମଳିନ ହୁଏ, ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।

Gade chapit la Kopi

ଓଡିଆ ବାଇବେଲ

8 ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।

Gade chapit la Kopi




ଯିଶାଇୟ 40:8
15 Referans Kwoze  

ପୃଥିବୀ ଓ ଆକାଶ ନଷ୍ଟ ହୋଇଯିବ, କିନ୍ତୁ ମୋ’ କହିଥିବା ବାକ୍ୟ କେବେ ହେଲେ ନଷ୍ଟ ହେବ ନାହିଁ।


କିନ୍ତୁ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ ଏବଂ ଏହି ଶିକ୍ଷା ତୁମ୍ଭକୁ ଦିଆ ଯାଇଥିଲା।”


ପୃଥିବୀ ଓ ଆକାଶ ନଷ୍ଟ ହୋଇଯିବ, କିନ୍ତୁ ମୋର ବାକ୍ୟ କେବେ ଅନ୍ୟଥା ହେବ ନାହିଁ।


ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ସବୁ କଥା ନ ଘଟିବା ପର୍ଯ୍ୟନ୍ତ ଏହି ନିୟମରୁ ଅକ୍ଷରଟିଏ କି ବିନ୍ଦୁଟିଏ ହେଲେ ମଧ୍ୟ ଲୋପ ପାଇବ ନାହିଁ।


ଏହି ଧର୍ମଶାସ୍ତ୍ର କୁହେ ଯେ ଯେଉଁମାନେ ପରମେଶ୍ୱରଙ୍କର ବାର୍ତ୍ତା ଗ୍ରହଣ କରନ୍ତି, ସେମାନେ ଈଶ୍ୱରଗଣ। ଆଉ ଶାସ୍ତ୍ରର ବାକ୍ୟ ସର୍ବଦା ସତ୍ୟ।


ଆମ୍ଭେ ଆପଣା ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”


ନିଜ ବିଷୟରେ ସଦାପ୍ରଭୁ କୁହନ୍ତି, “ସେମାନଙ୍କ ସହିତ ଆମ୍ଭର ଚୁକ୍ତି ହେଉଛି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭେ ଯେଉଁ ବାକ୍ୟସବୁ ତୁମ୍ଭ ମୁଖରେ ରଖିଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭର ବଂଶୋଦ୍ଭବ ବଂଶର ମୁଖରୁ ଅଦ୍ୟାବଧି ଅନନ୍ତକାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ।”


ଲୋକମାନେ କହିଲେ, “ଆମ୍ଭ ବ୍ୟବସ୍ଥା କୁହେ ଯେ, ଖ୍ରୀଷ୍ଟ ଚିରଦିନ ପାଇଁ ଜୀବିତ ରହିବେ। ତେବେ ତୁମ୍ଭେ କାହିଁକି କହୁଛ ଯେ ‘ମନୁଷ୍ୟପୁତ୍ର ନିଶ୍ଚୟ ଊର୍ଦ୍ଧ୍ୱକୁ ଯିବେ?’ ଏହି ମନୁଷ୍ୟପୁତ୍ର କିଏ?”


ପରମେଶ୍ୱର ମନୁଷ୍ୟ ନୁହନ୍ତି, ସେ ମିଥ୍ୟା କହିବେ ନାହିଁ। ସେ ମଧ୍ୟ ମନୁଷ୍ୟ ନୁହନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହେବ ନାହିଁ? ନା!


ପରମେଶ୍ୱରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାୟୀ। ତାଙ୍କର ଆଜ୍ଞା ବିଶ୍ୱସ୍ତତା ଓ ସରଳତାରେ ସାଧିତ କରାଯାଏ।


ପୁଣି ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପାଇଁ ପ୍ରମାଣ ସ୍ୱରୂପ ହେବ। ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭମାନଙ୍କର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।


Swiv nou:

Piblisite


Piblisite