ଯିଶାଇୟ 40:9 - ପବିତ୍ର ବାଇବଲ9 ହେ ଲୋକମାନେ, ସିୟୋନରେ ସୁସମାଗ୍ଭର ପ୍ରଗ୍ଭର କର, ଉଚ୍ଚ ପର୍ବତକୁ ଯାଅ। ଉଚ୍ଚ ସ୍ୱରରେ କୁହ, ହେ ଲୋକମାନେ ଯିରୁଶାଲମ ନିକଟରେ ସୁସମାଗ୍ଭର ପ୍ରଗ୍ଭର କର। ଜୋର୍ରେ କୁହ, ଭୟ କର ନାହିଁ। ଯିହୁଦା ନଗରୀକୁ କୁହ, “ଦେଖ, ଏହିଠାରେ ତୁମ୍ଭର ପରମେଶ୍ୱର।” Gade chapit laପବିତ୍ର ବାଇବଲ (Re-edited) - (BSI)9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାର-କାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ଵର କର, ଉଚ୍ଚସ୍ଵର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ଵରଣ! Gade chapit laଓଡିଆ ବାଇବେଲ9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର !” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର!” Gade chapit la |
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।
ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା'ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ।
ହେ ଯିହୁଦା ଗ୍ଭହଁ! ପର୍ବତ ଆଡ଼କୁ ଗ୍ଭହଁ। ଜଣେ ଦୂତ ଉତ୍ତମ ସନ୍ଦେଶ ଆଣି ଆସୁଛନ୍ତି। ସେ କୁହନ୍ତି, ଶାନ୍ତି ଆସିଛି। ହେ ଯିହୁଦା, ତୁମ୍ଭର ଉତ୍ସବ ପାଳନ କର। ତୁମ୍ଭର ଶପଥ ପୂର୍ଣ୍ଣ କର। ସେହି ମନ୍ଦ ଲୋକ ଆଉ ଆସିବେ ନାହିଁ। ସେମାନେ ତୁମ୍ଭମାନଙ୍କୁ ପୁନର୍ବାର ଆକ୍ରମଣ କରି ପାରିବେ ନାହିଁ। କାହିଁକି ସେମାନେ ଆକ୍ରମଣ କରି ପାରିବେ ନାହିଁ? କାରଣ ସେହି ମନ୍ଦ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ପାଇଛନ୍ତି।