Biblia Todo Logo
Bib sou entènèt

- Piblisite -




ଯିଶାଇୟ 41:12 - ପବିତ୍ର ବାଇବଲ

12 ଯେଉଁମାନେ ତୁମ୍ଭ ସହିତ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କର ଅନ୍ୱେଷଣ କରିବ। ମାତ୍ର ସେମାନଙ୍କର ସନ୍ଧାନ ପାଇବ ନାହିଁ। ଯେଉଁମାନେ ତୁମ୍ଭ ସହିତ ଯୁଦ୍ଧ କରନ୍ତି ସେମାନେ ଅବସ୍ତୁ ତୁଲ୍ୟ ତୁଚ୍ଛ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ଵେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନ ହେବେ।

Gade chapit la Kopi

ଓଡିଆ ବାଇବେଲ

12 ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନା ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ୱେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନା ହେବେ।

Gade chapit la Kopi




ଯିଶାଇୟ 41:12
7 Referans Kwoze  

ସନ୍ଧ୍ୟାରେ ସେମାନେ ଭୟଭୀତ ହେବେ ଓ ପ୍ରଭାତ ପୂର୍ବରୁ ଲୋପ ପାଇଯାଇଥିବେ। ତେଣୁ ଆମ୍ଭର ଶତ୍ରୁ ଓ ଅପହରଣକାରୀ ସେଠାରେ କିଛି ଦେଖିବାକୁ ପାଇବେ ନାହିଁ।


ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ। ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ।


ଯେପରି ସ୍ୱପ୍ନରେ କ୍ଷୁଧାର୍ତ୍ତ ଖାଏ ଏବଂ ତୃଷାର୍ତ୍ତ ପିଏ। କିନ୍ତୁ ବାସ୍ତବରେ ସେହି ସଂପୃକ୍ତ ଲୋକମାନେ କ୍ଷୁଧାର୍ତ୍ତ ଏବଂ ତୃଷାର୍ତ୍ତ ଥା’ନ୍ତି, ଠିକ୍ ସେହିପରି ସେହି ଜାତିଗଣ ସିୟୋନ ପାଇଁ ସେମାନଙ୍କର ଇଚ୍ଛା ଅନୁସାରେ କିଛି କରି ପାରିବେ ନାହିଁ। ସେହିପରି ସିୟୋନ ପର୍ବତର ବିପକ୍ଷରେ ଯୁଦ୍ଧ କରୁଥିବା ବହୁ ଗୋଷ୍ଠୀଗଣ ନିଜ ଇଚ୍ଛା ଅନୁସାରେ ପାଇବେ ନାହିଁ।


ମାତ୍ର ସଦାପ୍ରଭୁ ଏହିକଥା କୁହନ୍ତି, “ବୀରଦ୍ୱାରା ବନ୍ଦୀଲୋକ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଣ୍ଠିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭର ବିରୋଧୀକାରୀଙ୍କୁ ଆମ୍ଭେ ବିରୋଧ କରିବା ଓ ତୁମ୍ଭର ସନ୍ତାନଗଣଙ୍କୁ ଆମ୍ଭେ ରକ୍ଷା କରିବା।


ସେତେବେଳେ ତୁମ୍ଭକୁ ଆଘାତ କରୁଥିବା ଲୋକଙ୍କୁ ଆମ୍ଭେ ଦଣ୍ତ ଦେବା, ଆମ୍ଭର ଆଘାତପ୍ରାପ୍ତ ଲୋକମାନଙ୍କୁ ରକ୍ଷା କରିବା। ପଳାତକମାନଙ୍କୁ ଆମ୍ଭେ ପୁନର୍ବାର ଫେରାଇ ଆଣିବା। ସେମାନଙ୍କୁ ଆମ୍ଭେ ଏପରି ବିଖ୍ୟାତ କରାଇବା ସବୁଲୋକ ସେମାନଙ୍କୁ ପ୍ରଶଂସା କରିବେ।


Swiv nou:

Piblisite


Piblisite