ଯିଶାଇୟ 41:14 - ପବିତ୍ର ବାଇବଲ14 ହେ କୀଟରୂପୀ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ। ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା” ସଦାପ୍ରଭୁ କୁହନ୍ତି, “ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)14 ହେ କୀଟ ସ୍ଵରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ଵରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି। Gade chapit laଓଡିଆ ବାଇବେଲ14 ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା” ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି। Gade chapit la |
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇସ୍ରାଏଲର ମୁକ୍ତିଦାତା ଓ ତା'ର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ୱସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, “ତାଙ୍କ ସକାଶେ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
ତୁମ୍ଭେମାନେ ସେହି ପର୍ବତମୟ ଦେଶକୁ ନେବ। ଏହା ଏକ ଜଙ୍ଗଲ, କିନ୍ତୁ ତୁମ୍ଭେମାନେ ଏଠାରେ ବୃକ୍ଷ ସଫା କରି ପାରିବ। ଏବଂ ଏହାକୁ ଏକ ସୁନ୍ଦର ବାସପୋଯୋଗୀ କରି ପାରିବ। ଏବଂ ତୁମ୍ଭେ ଏହାର ମାଲିକାନା ପାଇବ। ତୁମ୍ଭେମାନେ ବଳପୂର୍ବକ କିଣାନୀୟ ଲୋକମାନଙ୍କୁ ସେଠାରୁ ତଡ଼ି ଦିଅ। ତୁମ୍ଭେମାନେ ସେମାନଙ୍କୁ ପରାସ୍ତ କରି ପାରିବ ଯଦିଓ ସେମାନେ ଶକ୍ତିଶାଳୀ ଓ ସେମାନଙ୍କ ପାଖରେ ବହୁତ ଅସ୍ତ୍ରଶସ୍ତ୍ର ଅଛି।”