ଯିଶାଇୟ 41:17 - ପବିତ୍ର ବାଇବଲ17 “ଦରିଦ୍ର ଓ ଦିନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ସେମାନେ ଜଳ ପାଆନ୍ତି ନାହିଁ। ସେମାନଙ୍କର ଜିହ୍ୱା ତୃଷାରେ ଶୁଖିଯାଏ। ଆମ୍ଭେ ସଦାପ୍ରଭୁ, ସେମାନଙ୍କୁ ଉତ୍ତର ଦେବା। ଆମ୍ଭେ ଇସ୍ରାଏଲର, ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ଵେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ଵା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ଵର ସେମାନଙ୍କୁ ତ୍ୟାଗ କରିବା ନାହିଁ। Gade chapit laଓଡିଆ ବାଇବେଲ17 ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ। Gade chapit la |
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।