Biblia Todo Logo
Bib sou entènèt

- Piblisite -




ଯିଶାଇୟ 41:26 - ପବିତ୍ର ବାଇବଲ

26 “କିଏ ଆଦ୍ୟରୁ ଏହା ପ୍ରକାଶ କରିଅଛି? ତାହାହେଲେ ଆମ୍ଭେମାନେ ପରମେଶ୍ୱର ବୋଲି ଜାଣିବା। ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣେ ପ୍ରକାଶ କରିଅଛି କି? ଆମ୍ଭେ ତୁମ୍ଭକୁ ଧାର୍ମିକ ବୋଲି କହିବୁ। ନା, ପ୍ରକାଶକାରୀ କେହି ନାହିଁ କି ଦେଖାଇବା ଲୋକ କେହି ନାହିଁ। ତୁମ୍ଭମାନଙ୍କ କଥା ଶୁଣିବା ଲୋକ ମଧ୍ୟ କେହି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ।

Gade chapit la Kopi

ଓଡିଆ ବାଇବେଲ

26 ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି ? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି ? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ।

Gade chapit la Kopi




ଯିଶାଇୟ 41:26
7 Referans Kwoze  

ଆମ୍ଭ ତୁଲ୍ୟ ଅନ୍ୟ ପରମେଶ୍ୱର ନାହାନ୍ତି। ଯଦି ଥା’ନ୍ତି ତେବେ ସେ ବର୍ତ୍ତମାନ ଆସି କୁହନ୍ତୁ। ସେ ଯଦି ଆମ୍ଭପରି, ତେବେ ଆସି ପ୍ରମାଣ କରନ୍ତୁ। ସେ ମଧ୍ୟ କୁହନ୍ତୁ ଆମ୍ଭେ ପୁରାତନ ଲୋକମାନଙ୍କୁ ସୃଷ୍ଟି କଲାବେଳେ କ’ଣ ସବୁ ଘଟିଥିଲା। ସେ ମଧ୍ୟ ଭବିଷ୍ୟତରେ କ’ଣ ଘଟିବ ତାହାର ସଙ୍କେତ ଦିଅନ୍ତୁ।


ତୁମ୍ଭର ପ୍ରତିମାଗଣ ଆସନ୍ତୁ ଓ ଯାହା ଯାହା ଘଟୁଅଛି, ଆମ୍ଭ ନିକଟରେ ପ୍ରକାଶ କରନ୍ତୁ।” ଆଦ୍ୟରେ କ’ଣ ଘଟିଥିଲା ଓ ଭବିଷ୍ୟତରେ କ’ଣ ଘଟିବ, ଆମ୍ଭକୁ କୁହ। ତାହାହେଲେ ଶେଷଫଳ କ’ଣ ହେବ ଆମ୍ଭେ ବିବେଚନା କରିବା।


ତୁମ୍ଭେମାନେ ଆସ ଓ ତାହା ଉପସ୍ଥିତ କର; ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ। ବହୁକାଳରୁ “କିଏ ଏହା ଜଣାଇ ଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କ’ଣ ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭେ ଧର୍ମଗୀତ ପରମେଶ୍ୱର ଓ ତ୍ରାଣକର୍ତ୍ତା, ଆମ୍ଭ ଛଡ଼ା ଆଉ କେହି ନାହିଁ।


ସବୁ ଦେଶର ଓ ସବୁ ଗୋଷ୍ଠୀର ଲୋକମାନେ ଏକତ୍ରିତ ହୁଅନ୍ତୁ। ସେମାନଙ୍କ ମଧ୍ୟରୁ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଦେଖାଇ ଦେଇପାରେ? ସେମାନେ ଦୋଷମୁକ୍ତ ହେବାକୁ ନିଜ ନିଜର ସାକ୍ଷୀ ଆଣନ୍ତୁ ଓ ସେମାନେ ପୁଣି ଏହା ସତ୍ୟ ବୋଲି କୁହନ୍ତୁ।”


କିଏ ଆଦ୍ୟରୁ ପୁରୁଷକୁ ପୁରୁଷ ଧରି ଏକ କାର୍ଯ୍ୟ ସାଧନ କରିଅଛି? ଆମ୍ଭେ ସଦାପ୍ରଭୁ, ଆଦି ଓ ଶେଷକାଳ ପର୍ଯ୍ୟନ୍ତ ସଙ୍ଗରେ ଥାଉ, ଆମ୍ଭେ ସେହି ଅଟୁ।


ପୁରାତନ କଥାକୁ ସ୍ମରଣ କର, କାରଣ ଆମ୍ଭେ ପରମେଶ୍ୱର ଓ ଅଦ୍ୱିତୀୟ, ଆମ୍ଭ ତୁଲ୍ୟ ଅନ୍ୟ କେହି ନାହିଁ।


Swiv nou:

Piblisite


Piblisite