Biblia Todo Logo
Bib sou entènèt

- Piblisite -




ଯିଶାଇୟ 41:27 - ପବିତ୍ର ବାଇବଲ

27 ଆମ୍ଭେ ସଦାପ୍ରଭୁ ଏବଂ ପ୍ରଥମେ ସିୟୋନକୁ କହିବା, ‘ସେମାନଙ୍କୁ ଦେଖ। ଏବଂ ପୁଣି ଯିରୁଶାଲମକୁ ସୁସମାଗ୍ଭର ଦେଇ ଆମ୍ଭେ ଜଣେ ଦୂତ ପଠାଇବା।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆମ୍ଭେ ପ୍ରଥମେ ସିୟୋନକୁ କହିବା, ଦେଖ, ସେମାନଙ୍କୁ ଦେଖ, ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା।

Gade chapit la Kopi

ଓଡିଆ ବାଇବେଲ

27 ଆମ୍ଭେ ପ୍ରଥମେ ସିୟୋନକୁ କହିବା, “ଦେଖ, ସେମାନଙ୍କୁ ଦେଖ, ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆମ୍ଭେ ପ୍ରଥମେ ସିୟୋନକୁ କହିବା, “ଦେଖ, ସେମାନଙ୍କୁ ଦେଖ,” ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା।

Gade chapit la Kopi




ଯିଶାଇୟ 41:27
14 Referans Kwoze  

ହେ ଲୋକମାନେ, ସିୟୋନରେ ସୁସମାଗ୍ଭର ପ୍ରଗ୍ଭର କର, ଉଚ୍ଚ ପର୍ବତକୁ ଯାଅ। ଉଚ୍ଚ ସ୍ୱରରେ କୁହ, ହେ ଲୋକମାନେ ଯିରୁଶାଲମ ନିକଟରେ ସୁସମାଗ୍ଭର ପ୍ରଗ୍ଭର କର। ଜୋ‌ର୍‌ରେ କୁହ, ଭୟ କର ନାହିଁ। ଯିହୁଦା ନଗରୀକୁ କୁହ, “ଦେଖ, ଏହିଠାରେ ତୁମ୍ଭର ପରମେଶ୍ୱର।”


ଯେଉଁ ବ୍ୟକ୍ତି ସୁସମାଗ୍ଭର ଆଣୁଅଛି, ଯିଏ ଶାନ୍ତି ପ୍ରଗ୍ଭର କରୁଅଛି, ଯିଏ ମଙ୍ଗଳ ସୁସମାଗ୍ଭର ଆଣୁଅଛି, ଯିଏ ପରିତ୍ରାଣ ପ୍ରଗ୍ଭର କରୁଅଛି ଓ ଯିଏ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି ବୋଲି କହୁଅଛି, ସେହି ଶାନ୍ତିଦୂତର ଚରଣ ପର୍ବତଗଣ ଉପରେ ସ୍ୱାଗତ ଯୋଗ୍ୟ।”


ହେ ଯିହୁଦା ଗ୍ଭହଁ! ପର୍ବତ ଆଡ଼କୁ ଗ୍ଭହଁ। ଜଣେ ଦୂତ ଉତ୍ତମ ସନ୍ଦେଶ ଆଣି ଆସୁଛନ୍ତି। ସେ କୁହନ୍ତି, ଶାନ୍ତି ଆସିଛି। ହେ ଯିହୁଦା, ତୁମ୍ଭର ଉତ୍ସବ ପାଳନ କର। ତୁମ୍ଭର ଶପଥ ପୂର୍ଣ୍ଣ କର। ସେହି ମନ୍ଦ ଲୋକ ଆଉ ଆସିବେ ନାହିଁ। ସେମାନେ ତୁମ୍ଭମାନଙ୍କୁ ପୁନର୍ବାର ଆକ୍ରମଣ କରି ପାରିବେ ନାହିଁ। କାହିଁକି ସେମାନେ ଆକ୍ରମଣ କରି ପାରିବେ ନାହିଁ? କାରଣ ସେହି ମନ୍ଦ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ପାଇଛନ୍ତି।


“ପୂର୍ବକାଳରେ ଯାହା ଘଟିଲା ଆମ୍ଭେ ତାହା ବହୁ ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ। ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ। ଆମ୍ଭେ ତାହା କଲୁ ଓ ଅକସ୍ମାତ୍ ତାହା ସବୁ ଘଟିଲା।


ଆମ୍ଭେ କୋରସ୍ ବିଷୟରେ କହୁ, “ତୁମ୍ଭେ ଆମ୍ଭ ମେଷପାଳକ, ତୁମ୍ଭେ ଆମ୍ଭର ମଙ୍ଗଳ କରିବ। ତୁମ୍ଭେ ଯିରୁଶାଲମ ‘ପୁନଃନିର୍ମିତ ହେବ ବୋଲି କହିବ।’ ପୁଣି ମନ୍ଦିରର ‘ମୂଳଦୁଆ ସ୍ଥାପିତ ହେବ ବୋଲି ତୁମ୍ଭେ କହିବ।’”


“ସ୍ମୁର୍ଣ୍ଣା ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁଣି ଥରେ ଜୀବିତ ହୋଇଥିଲେ, ସେ ତୁମ୍ଭକୁ ଏହି କଥା କହୁଛନ୍ତି,


ଏହି ଉପଦେଶ ଦେବା ଲୋକ ଜଣକୁ କାହା ଦ୍ୱାରା ନ ପଠାଗଲେ ବା ସେ କିପରି ଉପଦେଶ ଦେବ? ଶାସ୍ତ୍ରରେ ଲେଖା ଅଛି: “ସୁସମାଗ୍ଭର ଦେବା ପାଇଁ ଆସିବା ଲୋକର ପାଦ କେତେ ସୁନ୍ଦର ଅଟେ।”


“ହେ ଯାକୁବ, ଆମ୍ଭ ଆହୂତ ଇସ୍ରାଏଲ, ତୁମ୍ଭେମାନେ ଆମ୍ଭ କଥାକୁ ଶ୍ରବଣ କର। ଆମ୍ଭେ ହେଉଛୁ ଆଦ୍ୟ ଓ ଅନ୍ତ।


ସଦାପ୍ରଭୁ ଇସ୍ରାଏଲର ରାଜା। ସେହି ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ତ୍ରାଣକର୍ତ୍ତା କୁହନ୍ତି, “ଆମ୍ଭେ ଆଦି ଓ ଅନ୍ତ, ଆମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି।


ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ତୁମ୍ଭେମାନେ ମୋର ମନୋନୀତ ଦାସ। କାରଣ ତୁମ୍ଭେମାନେ ମୋ'ଠାରେ ବିଶ୍ୱାସ ରଖନ୍ତୁ ବୋଲି ପ୍ରଗ୍ଭର କରିବ ଓ ‘ଆମ୍ଭେ ସେହି ଅଟୁ’ ବୋଲି ସେମାନେ ଯେପରି ବୁଝିବେ। ଆମ୍ଭେ ପ୍ରକୃତ ପରମେଶ୍ୱର, ପୂର୍ବରୁ କେହି ପରମେଶ୍ୱର ନ ଥିଲେ କି ପରେ କେହି ଈଶ୍ୱର ହେବେ ନାହିଁ।


କିଏ ଆଦ୍ୟରୁ ପୁରୁଷକୁ ପୁରୁଷ ଧରି ଏକ କାର୍ଯ୍ୟ ସାଧନ କରିଅଛି? ଆମ୍ଭେ ସଦାପ୍ରଭୁ, ଆଦି ଓ ଶେଷକାଳ ପର୍ଯ୍ୟନ୍ତ ସଙ୍ଗରେ ଥାଉ, ଆମ୍ଭେ ସେହି ଅଟୁ।


ପୁରାତନ କଥାକୁ ସ୍ମରଣ କର, କାରଣ ଆମ୍ଭେ ପରମେଶ୍ୱର ଓ ଅଦ୍ୱିତୀୟ, ଆମ୍ଭ ତୁଲ୍ୟ ଅନ୍ୟ କେହି ନାହିଁ।


Swiv nou:

Piblisite


Piblisite