ଯିଶାଇୟ 41:28 - ପବିତ୍ର ବାଇବଲ28 ଆମ୍ଭେ ଅନାଇଲା ବେଳେ କେହି ନାହିଁ। ପୁଣି ପ୍ରଶ୍ନ କଲାବେଳେ ସେମାନଙ୍କ ମଧ୍ୟରେ କେହି ଜଣେ ମନ୍ତ୍ରଣା ଦାତା ସୁଦ୍ଧା ଉତ୍ତର ଦେବାକୁ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)28 ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ। Gade chapit laଓଡିଆ ବାଇବେଲ28 ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ। Gade chapit la |
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ? ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ। ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।