ଯିଶାଇୟ 42:11 - ପବିତ୍ର ବାଇବଲ11 ପ୍ରାନ୍ତର ଓ ତା'ର ନଗର ସମସ୍ତ, ସମସ୍ତ ଗ୍ରାମ, ଯେଉଁଠାରେ କେଦାର ବାସ କରେ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର। ଶେଲା ନିବାସୀମାନେ ଆନନ୍ଦରେ ଓ ଶାନ୍ତିରେ ବାସ କରନ୍ତି, ସେମାନେ ସଦାପ୍ରଭୁଙ୍କର ଗୁଣଗାନ ପର୍ବତ ଶିଖରରୁ ଉଚ୍ଚସ୍ୱରରେ ଗାନ କରନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ପ୍ରାନ୍ତର ଓ ତହିଁର ନଗରସକଳ, କେଦାରର ବସତି ଗ୍ରାମସକଳ ଉଚ୍ଚ ରବ କରନ୍ତୁ; ଶୈଳନିବାସୀମାନେ ଗାନ କରନ୍ତୁ, ପର୍ବତଗଣର ଶିଖରରୁ ସେମାନେ ମହାନାଦ କରନ୍ତୁ। Gade chapit laଓଡିଆ ବାଇବେଲ11 ପ୍ରାନ୍ତର ଓ ତହିଁର ନଗରସକଳ, କେଦାରର ବସତି ଗ୍ରାମସକଳ ଉଚ୍ଚ ରବ କରନ୍ତୁ; ଶୈଳନିବାସୀମାନେ ଗାନ କରନ୍ତୁ, ପର୍ବତଗଣର ଶିଖରରୁ ସେମାନେ ମହାନାଦ କରନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପ୍ରାନ୍ତର ଓ ତହିଁର ନଗରସକଳ, କେଦାରର ବସତି ଗ୍ରାମସକଳ ଉଚ୍ଚ ରବ କରନ୍ତୁ; ଶୈଳନିବାସୀମାନେ ଗାନ କରନ୍ତୁ, ପର୍ବତଗଣର ଶିଖରରୁ ସେମାନେ ମହାନାଦ କରନ୍ତୁ। Gade chapit la |
ହେ ଯିହୁଦା ଗ୍ଭହଁ! ପର୍ବତ ଆଡ଼କୁ ଗ୍ଭହଁ। ଜଣେ ଦୂତ ଉତ୍ତମ ସନ୍ଦେଶ ଆଣି ଆସୁଛନ୍ତି। ସେ କୁହନ୍ତି, ଶାନ୍ତି ଆସିଛି। ହେ ଯିହୁଦା, ତୁମ୍ଭର ଉତ୍ସବ ପାଳନ କର। ତୁମ୍ଭର ଶପଥ ପୂର୍ଣ୍ଣ କର। ସେହି ମନ୍ଦ ଲୋକ ଆଉ ଆସିବେ ନାହିଁ। ସେମାନେ ତୁମ୍ଭମାନଙ୍କୁ ପୁନର୍ବାର ଆକ୍ରମଣ କରି ପାରିବେ ନାହିଁ। କାହିଁକି ସେମାନେ ଆକ୍ରମଣ କରି ପାରିବେ ନାହିଁ? କାରଣ ସେହି ମନ୍ଦ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ପାଇଛନ୍ତି।