ଯିଶାଇୟ 42:13 - ପବିତ୍ର ବାଇବଲ13 ସଦାପ୍ରଭୁ ମହାନ ବୀର ରୂପେ ବିଜେ କରିବେ, ସେ ଯୋଦ୍ଧା ଭାବରେ ନିଜକୁ ଉତ୍ତେଜିତ କରିବେ ଓ ସେ ଘୋର ଗର୍ଜନ କରିବେ। ନିଜର ଶତ୍ରୁମାନଙ୍କର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ଵର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ। Gade chapit laଓଡିଆ ବାଇବେଲ13 ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ। Gade chapit la |