ଯିଶାଇୟ 42:21 - ପବିତ୍ର ବାଇବଲ21 ସଦାପ୍ରଭୁ ନିଜର ଶିକ୍ଷା ବ୍ୟବସ୍ଥାକୁ ମହତ୍ ଓ ସମ୍ଭ୍ରାନ୍ତ କରି ସନ୍ତୁଷ୍ଟ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ। Gade chapit laଓଡିଆ ବାଇବେଲ21 ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସଦାପ୍ରଭୁ ଆପଣା ଧର୍ମ ସକାଶୁ ବ୍ୟବସ୍ଥାକୁ ମହତ ଓ ସମ୍ଭ୍ରାନ୍ତ କରିବାକୁ ସନ୍ତୁଷ୍ଟ ହେଲେ। Gade chapit la |
ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି।