ଯିଶାଇୟ 42:25 - ପବିତ୍ର ବାଇବଲ25 ତେଣୁ ସଦାପ୍ରଭୁ ତାଙ୍କର କ୍ରୋଧ ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ସେମାନଙ୍କ ଉପରେ ଢାଳି ଦେଲେ। ଫଳରେ ତା'ର ଚତୁର୍ଦ୍ଦିଗରେ ଅଗ୍ନି ଜଳି ଉଠିଲା। ସେ କିନ୍ତୁ ଏସବୁ ଜାଣି ପାରିଲା ନାହିଁ। ଅଗ୍ନିରେ ଦଗ୍ଧିଭୂତ ହେଲା। ଏହା କାହିଁକି ଘଟିଲା ତଥାପି ସେ ମନୋଯୋଗ କଲା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ତତା ଓ ଯୁଦ୍ଧର ପ୍ରବଳତା ଢାଳିଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ଵଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ । Gade chapit laଓଡିଆ ବାଇବେଲ25 ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳି ଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳିଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ। Gade chapit la |
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।