ଯିଶାଇୟ 42:5 - ପବିତ୍ର ବାଇବଲ5 ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ସକଳ ଆତୟାତ ବ୍ୟକ୍ତିମାନଙ୍କୁ ଜୀବନ ଦିଅନ୍ତି, ସେହି ସଦାପ୍ରଭୁ ପ୍ରକୃତ ପରମେଶ୍ୱର ଏହି କଥା କୁହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)5 ଯେ ଆକାଶମଣ୍ତଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ଵାସ ପ୍ରଶ୍ଵାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ଵର ଏହି କଥା କହନ୍ତି; Gade chapit laଓଡିଆ ବାଇବେଲ5 ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି; Gade chapit la |
ଆପଣ ନମ୍ର ହେବା ପରିବର୍ତ୍ତେ ସ୍ୱର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରୌପ୍ୟ ପାତ୍ରରେ ଆପଣ, ଆପଣଙ୍କ ଅମାତ୍ୟଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମାରେ ଦେବଗଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସେମାନଙ୍କର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।