ଯିଶାଇୟ 43:15 - ପବିତ୍ର ବାଇବଲ15 ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।” Gade chapit laପବିତ୍ର ବାଇବଲ (Re-edited) - (BSI)15 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ଵରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ। Gade chapit laଓଡିଆ ବାଇବେଲ15 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।” Gade chapit la |
ମିଶରକୁ ସାହାଯ୍ୟ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସେମାନେ ଅଶ୍ୱମାନଙ୍କ ଉପରେ ନିର୍ଭର କରନ୍ତି। ସେମାନେ ଆଶା କରନ୍ତି ଅଶ୍ୱଗଣ ସେମାନଙ୍କୁ ରକ୍ଷା କରିବେ। ଆଉ ମଧ୍ୟ ସେମାନେ ଭାବନ୍ତି ଅତ୍ୟଧିକ ରଥ ଓ ବହୁ ବଳବାନ ଅଶ୍ୱାରୋହୀ ସୈନ୍ୟ ଥିବାରୁ ସେମାନେ ସୁରକ୍ଷିତ। ସେମାନେ ଇସ୍ରାଏଲର ପବିତ୍ରତା ପ୍ରତି ବିଶ୍ୱାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି ନାହିଁ। ତେଣୁ ସେମାନେ ସନ୍ତାପର ପାତ୍ର।