ଯିଶାଇୟ 43:16 - ପବିତ୍ର ବାଇବଲ16 ସଦାପ୍ରଭୁ ସମୁଦ୍ରରେ ପଥ ନିର୍ମାଣ କରିବେ। ଏପରିକି ତାଙ୍କ ଲୋକମାନଙ୍କ ପାଇଁ ଅଶାନ୍ତ ଜଳରାଶି ମଧ୍ୟରେ ମାର୍ଗ ତିଆରି କରିବେ। ପୁଣି ସଦାପ୍ରଭୁ କୁହନ୍ତି, Gade chapit laପବିତ୍ର ବାଇବଲ (Re-edited) - (BSI)16 ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି; Gade chapit laଓଡିଆ ବାଇବେଲ16 ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି; Gade chapit la |
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ? ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ। ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।