ଯିଶାଇୟ 43:22 - ପବିତ୍ର ବାଇବଲ22 “ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ। ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ପ୍ରତି ବିମୁଖ ହୋଇଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)22 ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳା; ହୋଇଅଛ। Gade chapit laଓଡିଆ ବାଇବେଲ22 ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳାନ୍ତ ହୋଇଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳାନ୍ତ ହୋଇଅଛ। Gade chapit la |
ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହେବ ନାହିଁ ଏବଂ ତୁମ୍ଭେ ଯଜ୍ଞବେଦିରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ୟ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ୟାଗ କରୁଛ, ଆଉ ମଧ୍ୟ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ୟ ନୁହେଁ। ତା'ପରେ ତୁମ୍ଭେମାନେ ଆହତ, ଛୋଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସେହି ରୁଗ୍ଣ ପଶୁଗୁଡ଼ିକୁ ଆମ୍ଭେ ଗ୍ରହଣ କରିବା ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।