ଯିଶାଇୟ 43:23 - ପବିତ୍ର ବାଇବଲ23 ଆମ୍ଭ ନିମନ୍ତେ ନିଜର ଉତ୍ସର୍ଗ ମେଷଗୁଡ଼ିକୁ ଆମ୍ଭ ନିକଟକୁ ଆଣି ନାହଁ। କିମ୍ବା ବଳିଦାନ ଦ୍ୱାରା ଆମ୍ଭର ଅଭ୍ୟର୍ଥନା କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ ଭାବରେ ବ୍ୟବହାର କରି ନାହୁଁ କିମ୍ବା ଧୂପ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରି ନାହୁଁ। Gade chapit laପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ଵାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳା; କରାଇ ନାହୁଁ। Gade chapit laଓଡିଆ ବାଇବେଲ23 ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ୱାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରାଇ ନାହୁଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ୱାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରାଇ ନାହୁଁ। Gade chapit la |
ଉତ୍ତରରେ ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ପରମେଶ୍ୱରଙ୍କ ଦ୍ରବ୍ୟ ଗ୍ଭେରି କରିବା ବନ୍ଦ କର। ପରମେଶ୍ୱରଙ୍କ ଦ୍ରବ୍ୟ ଗ୍ଭେରି କରିବା ଉଚିତ୍ ନୁହେଁ। ମାତ୍ର ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଗ୍ଭେରିକଲ। “ତୁମ୍ଭେମାନେ ପୁଣି ପ୍ରଶ୍ନ କଲ, ‘ଆମ୍ଭେମାନେ ତୁମ୍ଭଠାରୁ କ’ଣ ଗ୍ଭେରି କଲୁ?’ ଉତ୍ତରରେ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ତୁମ୍ଭ ଦ୍ରବ୍ୟର ଏକ ଦଶମାଂଶ ଦେବା କଥା। ମୋତେ ଏକ ସ୍ୱତନ୍ତ୍ର ଭେଟି ଦେବା କଥା। ମାତ୍ର ସେ ସବୁ ତୁମ୍ଭେମାନେ ମୋତେ ଦେଲନାହିଁ।